ଗୁରୁଶିଷ୍ୟ ପରମ୍ପରାର ଅନନ୍ୟ ଦିନ ‘ଗୁରୁ ଦିବସ’

ଭୁବନେଶ୍ଵର: ଗୁରୁ ଏବଂ ଈଶ୍ୱର ଏକା ସହିତ ଛିଡା ହୋଇଥିବାବେଳେ ମନରେ ଦ୍ୱନ୍ଦ୍ୱ ଉତ୍ପନ୍ନ ହୁଏ ଯେ, କାହା ପାଦ ଆଗେ ସ୍ପର୍ଶ କରିବା ଉଚିତ୍? ଏ ନେଇ ଈଶ୍ୱର ନିଜେ ହିଁ ଉତ୍ତର ଦିଅନ୍ତି , ଗୁରୁ ହିଁ ଭଗବାନଙ୍କ ନିକଟରେ ପହଞ୍ଚିବାର ମାର୍ଗ । ସେଥିପାଇଁ ସର୍ବ ପ୍ରଥମେ ଗୁରୁଙ୍କ ଚରଣ ସ୍ପର୍ଶ କରିବା ଉଚିତ୍। ଆଜି ସେହି ଗୁରୁଙ୍କ ଦିନ । କେବେ ଆକଟ ଭରା…

ଆଜି ମହାପ୍ରଭୁଙ୍କ ବଳିବାମନ ବେଶ, ପାତାଳକୁ ଯିବେ ବଳି ମହାରାଜ

ପୁରୀ: ଗତକାଲି ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହେବା ପରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଳିବାମନ ବେଶ ଅନୁଷ୍ଠିତ ହେବ । ବାମନ ରୂପୀ ବାଳକ ରୂପରେ ରତ୍ନ ସିଂହାସନରେ ଉଭା ହେବେ ମହାପ୍ରଭୁ । ଶ୍ରୀବଳଭଦ୍ର ରାଜବେଶ ଧାରଣ କରିବା ବେଳେ ଦେବୀ ସୁଭଦ୍ରା ସାଧାରଣ ବେଶ ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ବାମନ ବେଶରେ ସଜ୍ଜିତ ହେବେ । ଏହି ବେଶ ଦ୍ବିପହର ଧୂପ ସରିବା ପରେ ଅନୁଷ୍ଠିତ…

ଘରେ ବସି ଚୁଟକିରେ କରନ୍ତୁ ଆୟୁଷ୍ମାନ କାର୍ଡ ଆବେଦନ, ଜାଣନ୍ତୁ ଅନଲାଇନ ପ୍ରକ୍ରିୟା

ଭୁବନେଶ୍ଵର: ଆୟୁଷ୍ମାନ ଭାରତ ଯୋଜନା ଅନ୍ତର୍ଗତ ଆୟୁଷ୍ମାନ କାର୍ଡ ଗରିବ ଓ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ମାଗଣା ଚିକିତ୍ସା ସୁବିଧା ପ୍ରଦାନ କରୁଛି। ଏହି କାର୍ଡ ମାଧ୍ୟମରେ ଆପଣ ବର୍ଷକୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ପାଇପାରିବେ, ଯେଉଁଥିରେ କ୍ୟାନସର ଭଳି ଗୁରୁତର ରୋଗର ଚିକିତ୍ସା ମଧ୍ୟ ଅନ୍ତର୍ଭୁକ୍ତ। ଓଡ଼ିଶାରେ ଏହି ଯୋଜନା ଆଜିଠାରୁ ଆରମ୍ଭ ହୋଇଛି। ଏହା ସହିତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ…

ଆଜି ଶ୍ରୀମନ୍ଦିର ସୁନିଆଁ ସହ ବାମନ ଜନ୍ମ ନୀତି

ପୁରୀ: ଶ୍ରୀମନ୍ଦିରରେ ଆଜି ସୁନିଆଁ ସହ ବାମନ ଜନ୍ମ ନୀତି ପାଳନ ହେଉଛି। ଏହାସହ ପବିତ୍ରା ଲାଗି, ଇନ୍ଦ୍ରଧ୍ବଜା ପୂଜା ଓ ଗରୁଡ଼ଙ୍କ ପାର୍ଶ୍ବ ପରିବର୍ତ୍ତନ ନୀତି ଅନୁଷ୍ଠିତ ହେଉଛି। ଏହି ଉପଲକ୍ଷେ ଶ୍ରୀମନ୍ଦିରରେ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଏଥିପାଇଁ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ତେଣୁ ସାଧାରଣ ଭକ୍ତ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ନାହିଁ। ଭଗବାନ ବିଷ୍ଣୁଙ୍କର ୧୦ ଅବତାର…

ମିଲେଟ୍ ଜାତୀୟ ଖାଦ୍ୟରେ ରହିଛି ଅନେକ ଫାଇଦା, ଆପଣଙ୍କ ଖାଦ୍ୟରେ ଆଜି ହିଁ କରନ୍ତୁ ସାମିଲ୍

ଭୁବନେଶ୍ଵର: ଶିଶୁ, କିଶୋର ଏବଂ ବୟସ୍କଙ୍କ ମଧ୍ୟରେ ଆଜିକାଲି ମେଦବହୁଳତା ଏକ ସାଧାରଣ ରୋଗ ଯାହାକି ହୃଦଘାତର ଆଶଙ୍କାକୁ ବଢ଼ାଇଥାଏ । ତେଣୁ ସୁସ୍ଥ ଜୀବନଶୈଳୀ ପାଇଁ ପ୍ରତିଦିନ ଖାଦ୍ୟରେ ସାମିଲ କରନ୍ତୁ କିଛି ପରିମାଣର ମିଲେଟ । ଅନୁସନ୍ଧାନ ଅନୁଯାୟୀ, ମିଲେଟ ଖାଇବା ଦ୍ୱାରା ମୋଟ କୋଲେଷ୍ଟ୍ରଲ ୮% ହ୍ରାସ ପାଇବା ସହିତ ନିମ୍ନ ଏବଂ ଅତି ନିମ୍ନ-ଘନତା ବିଶିଷ୍ଟ ଲିପୋପ୍ରୋଟେନ୍, କିମ୍ବା “ଖରାପ କୋଲେଷ୍ଟ୍ରଲ” ଏବଂ ବ୍ଲଡ ପ୍ରେସର…

ବାମନ ଜନ୍ମ: ଆସନ୍ତାକାଲି ୫ ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି । ଏଥିପାଇଁ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ନୀତିକାନ୍ତି କରାଯିବ । ତେଣୁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପାଞ୍ଚ ଘଣ୍ଟା ପାଇଁ ମନ୍ଦିର ବନ୍ଦ ରହିବ । ସେହିପରି ଗତକାଲି ଗଜପତି ମହାରାଜଙ୍କର ୬୯ ଅଙ୍କ ଆରମ୍ଭ ହେବ । ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ପାଳିତ ହୋଇଥାଏ…

ବିଶ୍ଵ ନଡ଼ିଆ ଦିବସ, ଜାଣନ୍ତୁ ନଡ଼ିଆର ଉପକାରୀ ଫାଇଦା ବିଷୟରେ…

ଭୁବନେଶ୍ଵର: ନଡ଼ିଆ..ଅଳ୍ପ ବହୁତେ ସମସ୍ତେ ସେବନ କରିଥିବେ। କିଛି ଜଣଙ୍କୁ ପଇଡ ପାଣି ପିଇବାକୁ ଭଲ ଲାଗୁଥିବା ବେଳେ ଆଉ କିଛି ଜଣଙ୍କୁ ନଡିଆ ଖାଇବା ପସନ୍ଦ ରହିଥାଏ। ଭାରତ ସମେତ ପ୍ରଶାନ୍ତ ମହାସାଗରର ବିଭିନ୍ନ ଦେଶରେ ପ୍ରତିବର୍ଷ ସେପ୍ଟେମ୍ବର ୨ ତାରିଖକୁ ବିଶ୍ୱ ନଡ଼ିଆ ବା ନାରିକେଳ ଦିବସ ଭାବେ ପାଳନ କରାଯାଏ। ପ୍ରଥମେ ୨୦୦୯ମସିହାରେ ବିଶ୍ୱ ନଡ଼ିଆ ଦିବସ ଆରମ୍ଭ କରାଯାଇଥିଲା। ନଡ଼ିଆର ଉପକାରିତା ଏବଂ ଗୁରୁତ୍ୱ…

ଏହି ଦିନ ପଡ଼ୁଛି ବର୍ଷର ଶେଷ ଚନ୍ଦ୍ରଗ୍ରହଣ, ଜାଣନ୍ତୁ ଗ୍ରହଣ ସ୍ପର୍ଶ, ପାକ ତ୍ୟାଗ ସମୟ…

ଭୁବନେଶ୍ଵର: ଆସନ୍ତା ସେପ୍ଟେମ୍ବର ୭ରେ ଲାଗିବ ୨୦୨୫ ବର୍ଷର ଶେଷ ଚନ୍ଦ୍ରଗ୍ରହଣ । ଏହି ଚନ୍ଦ୍ରଗ୍ରହଣ ଶନିଙ୍କ ରାଶି କୁମ୍ଭରେ ଲାଗିବ। ଚନ୍ଦ୍ରଗ୍ରହଣ ରାତି ୯:୫୮ ରେ ଆରମ୍ଭ ହୋଇ ୧:୨୬ ରେ ଶେଷ ହେବ। ଯାହା ଭାରତରେ ମଧ୍ୟ ଦୃଶ୍ୟମାନ ହେବ। ଏହି ଗ୍ରହଣ ସମସ୍ତ ରାଶି ଉପରେ ପ୍ରଭାବ ପକାଇବ । ବର୍ଷର ୨ୟ ଓ ଶେଷ ଚନ୍ଦ୍ରଗ୍ରହଣ କୁମ୍ଭ ରାଶି ଓ ଭାଦ୍ରପଦ ନକ୍ଷତ୍ରରେ ଲାଗିବାକୁ…

ହସୁଛି କାଶତଣ୍ଡି, ପାର୍ବଣ ପାଇଁ ସଜେଇ ହେଲାଣି ପ୍ରକୃତିରାଣୀ

ଭୁବନେଶ୍ଵର: ଋତୁ ଚକ୍ରର ପରିବର୍ତନରେ ଧାରାଶ୍ରାବଣ ଧରାପୃଷ୍ଟରୁ ଧୀରେ ଧୀରେ ଅପସରି ଯିବାପାଇଁ ଚେଷ୍ଟା କରୁଥିବା ଅବସରରେ ଦିଗବଳୟ ସେପାରିରୁ ଉଙ୍କି ମାରେ ଶରତ ।  “ଭାଦ୍ରଆଶ୍ୱିନ ସରତରେ ନିର୍ମଳଶୋଭା ଜଗତରେ” କବିଙ୍କର ଏହି ଉକ୍ତିରୁ ସ୍ପଷ୍ଟ ବାରିହୁଏ ଶରତ ଋତୁ ପ୍ରକୃତିରେ ନିର୍ମଳ ଓ ସ୍ୱଛତା ଭରିଦିଏ । ଆକାଶ ବୁକୁରୁ ହଟିଯାଏ ଘନବାଦଲର ବିଭିଷିକା । ସାନ୍ଧ୍ୟ ଆକାଶନିର୍ମଳ । ତାରାଗଣ ମଧ୍ୟେ ଭୋଦୁଆ ଜହ୍ନର ଅଭିସାର ମନମୁଗ୍ଧକରେ…

ଯେଉଁଠି ରହିଛି ଏକ କୋଟିରୁ ଏକ କମ୍ ଦେବାଦେବୀଙ୍କ ମୂର୍ତ୍ତି

ଭୂବନେଶ୍ଵର: ହିନ୍ଦୁ ଧର୍ମ ଗ୍ରନ୍ଥରେ ୩୩ କୋଟି ଦେବଦେବୀ ଙ୍କ ବ୍ୟାଖ୍ୟା ରହିଛି, ସେଥିପାଇଁ ଭାରତ ବର୍ଷରେ ଅନେକ ମନ୍ଦିର ରହିଛି l ତା ସହିତ ଏଭଳି କିଛି ରହସ୍ୟମୟ ମନ୍ଦିର ରହିଛି , ଯାହାର ଆଜି ପର୍ଯ୍ୟନ୍ତ କୌଣସି ସତ୍ୟାସତ୍ୟ ବାହାରି ନାହିଁ l ସେହି ମାନଙ୍କ ମଧ୍ୟରୁ ଗୋଟିଏ ହେଉଛି ଉନାକୋଟି ମନ୍ଦିର, ଯାହା ତ୍ରିପୁରା ର ରାଜଧାନୀ ଅଗରତାଲା ନିକଟରୁ ୧୪୫ କିଲୋମିଟର ଦୂରରେ ଅବସ୍ଥିତ…