ଆସୁଛନ୍ତି ମା’: ଶକ୍ତିପିଠ ଦେବୀ ବିମଳାଙ୍କ ମନ୍ଦିର

ଭୁବନେଶ୍ଵର: କୁହନ୍ତି ‘ଶକ୍ତି’ ବିନା ‘ଶିବ’ ହେଉଛି ‘ଶବ’। ଅର୍ଥାତ ବ୍ରହ୍ମାଣ୍ଡରେ ଉଭୟ ତତ୍ତ୍ୱର ସମାନ ମହତ୍ତ୍ଵ ଓ ଆବଶ୍ୟକତା ରହିଛି। ଶକ୍ତି ତତ୍ତ୍ୱକୁ ସବୁବେଳେ ନାରୀ ଶକ୍ତି ବା ମାତୃଶକ୍ତି ସହ ଯୋଡା ଯାଇଛି। ଯେମିତି ମା’ ସବୁବେଳେ ତା’ ସନ୍ତାନମାନଙ୍କୁ ଘଣ୍ଟ ଘୋଡେ଼ଇ ରଖିଥାଏ, ସବୁ ସଙ୍କଟରୁ ରକ୍ଷା କରିବା ପାଇଁ ଚେଷ୍ଟା କରିଥାଏ, ସେମିତି ଶକ୍ତି ତତ୍ତ୍ୱ ବା ମାତୃଶକ୍ତି ମଧ୍ୟ ଏ ସ°ସାରକୁ ଘଣ୍ଟ…

ଆଜିଠାରୁ ପିତୃପକ୍ଷ, ପୁରୀରେ ପ୍ରବଳ ଭିଡ

ପୁରୀ: ଆଜିଠାରୁ ପିତୃପକ୍ଷ ଆରମ୍ଭ ହୋଇଛି। ସେଥିପାଇଁ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣୀ ସମେତ ଶ୍ରୀମନ୍ଦିର ଚତୁର୍ପାଶ୍ୱରେ ଓ ସମୁଦ୍ର ବେଳାଭୂମିରେ ଗହଳି ଦେଖିବାକୁ ମିଳିଛି। ଶତାଧିକ ଲୋକ ନିଜ ନିଜ ପିତୃ ପୁରୁଷଙ୍କ ଉଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରିଛନ୍ତି। ଏନେଇ ଆଜି ସକାଳୁ ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼ ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁ ମାନେ ପିତୃପୁରୁଷଙ୍କ ଉଦେଶ୍ୟରେ ପିଣ୍ଡଦାନ କରିବା ସହ…

ଚନ୍ଦ୍ରଗ୍ରହଣ: ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତିକାନ୍ତି

ପୁରୀ: କାଲିର ଚନ୍ଦ୍ରଗ୍ରହଣ ପାଇଁ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତିକାନ୍ତି ପାଳନ ହେବ । ୧୨ଟା ୫୭ରେ ପାକ ତ୍ୟାଗ, ଦେବ ନୀତି ନିଷେଧ । ରାତି ୨ଟାରେ ଦ୍ବାରଫିଟା ନୀତି ପରେ ଅନ୍ୟାନ୍ୟ ନୀତିକାନ୍ତି ଅନୁଷ୍ଠିତ ହେବ । ରବିବାର ଚନ୍ଦ୍ର ଗ୍ରହଣ ଥିବାରୁ ଏହା ପୂର୍ବ ଦିନ ଅର୍ଥାତ୍ ଆଜି ରାତି ୨ଟାରେ ଶ୍ରୀମନ୍ଦିରରେ ଦ୍ଵାର ଫିଟା ନୀତି ୨ ଟା ୩୦ରେ ଭିତରଶୋଧ, ୨ ଟା ୪୦ରେ…

ଗୁରୁଶିଷ୍ୟ ପରମ୍ପରାର ଅନନ୍ୟ ଦିନ ‘ଗୁରୁ ଦିବସ’

ଭୁବନେଶ୍ଵର: ଗୁରୁ ଏବଂ ଈଶ୍ୱର ଏକା ସହିତ ଛିଡା ହୋଇଥିବାବେଳେ ମନରେ ଦ୍ୱନ୍ଦ୍ୱ ଉତ୍ପନ୍ନ ହୁଏ ଯେ, କାହା ପାଦ ଆଗେ ସ୍ପର୍ଶ କରିବା ଉଚିତ୍? ଏ ନେଇ ଈଶ୍ୱର ନିଜେ ହିଁ ଉତ୍ତର ଦିଅନ୍ତି , ଗୁରୁ ହିଁ ଭଗବାନଙ୍କ ନିକଟରେ ପହଞ୍ଚିବାର ମାର୍ଗ । ସେଥିପାଇଁ ସର୍ବ ପ୍ରଥମେ ଗୁରୁଙ୍କ ଚରଣ ସ୍ପର୍ଶ କରିବା ଉଚିତ୍। ଆଜି ସେହି ଗୁରୁଙ୍କ ଦିନ । କେବେ ଆକଟ ଭରା…

ଆଜି ମହାପ୍ରଭୁଙ୍କ ବଳିବାମନ ବେଶ, ପାତାଳକୁ ଯିବେ ବଳି ମହାରାଜ

ପୁରୀ: ଗତକାଲି ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହେବା ପରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଳିବାମନ ବେଶ ଅନୁଷ୍ଠିତ ହେବ । ବାମନ ରୂପୀ ବାଳକ ରୂପରେ ରତ୍ନ ସିଂହାସନରେ ଉଭା ହେବେ ମହାପ୍ରଭୁ । ଶ୍ରୀବଳଭଦ୍ର ରାଜବେଶ ଧାରଣ କରିବା ବେଳେ ଦେବୀ ସୁଭଦ୍ରା ସାଧାରଣ ବେଶ ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ବାମନ ବେଶରେ ସଜ୍ଜିତ ହେବେ । ଏହି ବେଶ ଦ୍ବିପହର ଧୂପ ସରିବା ପରେ ଅନୁଷ୍ଠିତ…

ଘରେ ବସି ଚୁଟକିରେ କରନ୍ତୁ ଆୟୁଷ୍ମାନ କାର୍ଡ ଆବେଦନ, ଜାଣନ୍ତୁ ଅନଲାଇନ ପ୍ରକ୍ରିୟା

ଭୁବନେଶ୍ଵର: ଆୟୁଷ୍ମାନ ଭାରତ ଯୋଜନା ଅନ୍ତର୍ଗତ ଆୟୁଷ୍ମାନ କାର୍ଡ ଗରିବ ଓ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ମାଗଣା ଚିକିତ୍ସା ସୁବିଧା ପ୍ରଦାନ କରୁଛି। ଏହି କାର୍ଡ ମାଧ୍ୟମରେ ଆପଣ ବର୍ଷକୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ପାଇପାରିବେ, ଯେଉଁଥିରେ କ୍ୟାନସର ଭଳି ଗୁରୁତର ରୋଗର ଚିକିତ୍ସା ମଧ୍ୟ ଅନ୍ତର୍ଭୁକ୍ତ। ଓଡ଼ିଶାରେ ଏହି ଯୋଜନା ଆଜିଠାରୁ ଆରମ୍ଭ ହୋଇଛି। ଏହା ସହିତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ…

ଆଜି ଶ୍ରୀମନ୍ଦିର ସୁନିଆଁ ସହ ବାମନ ଜନ୍ମ ନୀତି

ପୁରୀ: ଶ୍ରୀମନ୍ଦିରରେ ଆଜି ସୁନିଆଁ ସହ ବାମନ ଜନ୍ମ ନୀତି ପାଳନ ହେଉଛି। ଏହାସହ ପବିତ୍ରା ଲାଗି, ଇନ୍ଦ୍ରଧ୍ବଜା ପୂଜା ଓ ଗରୁଡ଼ଙ୍କ ପାର୍ଶ୍ବ ପରିବର୍ତ୍ତନ ନୀତି ଅନୁଷ୍ଠିତ ହେଉଛି। ଏହି ଉପଲକ୍ଷେ ଶ୍ରୀମନ୍ଦିରରେ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଏଥିପାଇଁ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ତେଣୁ ସାଧାରଣ ଭକ୍ତ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ନାହିଁ। ଭଗବାନ ବିଷ୍ଣୁଙ୍କର ୧୦ ଅବତାର…

ମିଲେଟ୍ ଜାତୀୟ ଖାଦ୍ୟରେ ରହିଛି ଅନେକ ଫାଇଦା, ଆପଣଙ୍କ ଖାଦ୍ୟରେ ଆଜି ହିଁ କରନ୍ତୁ ସାମିଲ୍

ଭୁବନେଶ୍ଵର: ଶିଶୁ, କିଶୋର ଏବଂ ବୟସ୍କଙ୍କ ମଧ୍ୟରେ ଆଜିକାଲି ମେଦବହୁଳତା ଏକ ସାଧାରଣ ରୋଗ ଯାହାକି ହୃଦଘାତର ଆଶଙ୍କାକୁ ବଢ଼ାଇଥାଏ । ତେଣୁ ସୁସ୍ଥ ଜୀବନଶୈଳୀ ପାଇଁ ପ୍ରତିଦିନ ଖାଦ୍ୟରେ ସାମିଲ କରନ୍ତୁ କିଛି ପରିମାଣର ମିଲେଟ । ଅନୁସନ୍ଧାନ ଅନୁଯାୟୀ, ମିଲେଟ ଖାଇବା ଦ୍ୱାରା ମୋଟ କୋଲେଷ୍ଟ୍ରଲ ୮% ହ୍ରାସ ପାଇବା ସହିତ ନିମ୍ନ ଏବଂ ଅତି ନିମ୍ନ-ଘନତା ବିଶିଷ୍ଟ ଲିପୋପ୍ରୋଟେନ୍, କିମ୍ବା “ଖରାପ କୋଲେଷ୍ଟ୍ରଲ” ଏବଂ ବ୍ଲଡ ପ୍ରେସର…

ବାମନ ଜନ୍ମ: ଆସନ୍ତାକାଲି ୫ ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି । ଏଥିପାଇଁ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ନୀତିକାନ୍ତି କରାଯିବ । ତେଣୁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପାଞ୍ଚ ଘଣ୍ଟା ପାଇଁ ମନ୍ଦିର ବନ୍ଦ ରହିବ । ସେହିପରି ଗତକାଲି ଗଜପତି ମହାରାଜଙ୍କର ୬୯ ଅଙ୍କ ଆରମ୍ଭ ହେବ । ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ପାଳିତ ହୋଇଥାଏ…

ବିଶ୍ଵ ନଡ଼ିଆ ଦିବସ, ଜାଣନ୍ତୁ ନଡ଼ିଆର ଉପକାରୀ ଫାଇଦା ବିଷୟରେ…

ଭୁବନେଶ୍ଵର: ନଡ଼ିଆ..ଅଳ୍ପ ବହୁତେ ସମସ୍ତେ ସେବନ କରିଥିବେ। କିଛି ଜଣଙ୍କୁ ପଇଡ ପାଣି ପିଇବାକୁ ଭଲ ଲାଗୁଥିବା ବେଳେ ଆଉ କିଛି ଜଣଙ୍କୁ ନଡିଆ ଖାଇବା ପସନ୍ଦ ରହିଥାଏ। ଭାରତ ସମେତ ପ୍ରଶାନ୍ତ ମହାସାଗରର ବିଭିନ୍ନ ଦେଶରେ ପ୍ରତିବର୍ଷ ସେପ୍ଟେମ୍ବର ୨ ତାରିଖକୁ ବିଶ୍ୱ ନଡ଼ିଆ ବା ନାରିକେଳ ଦିବସ ଭାବେ ପାଳନ କରାଯାଏ। ପ୍ରଥମେ ୨୦୦୯ମସିହାରେ ବିଶ୍ୱ ନଡ଼ିଆ ଦିବସ ଆରମ୍ଭ କରାଯାଇଥିଲା। ନଡ଼ିଆର ଉପକାରିତା ଏବଂ ଗୁରୁତ୍ୱ…