୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ଵର: ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାଲି ଦିଲ୍ଲୀରେ ହେବାକୁ ଥିବା ସେମିକନ୍ ସମ୍ମିଳନୀରେ ଯୋଗଦେବେ । କିଛି କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବକୁ ମଧ୍ୟ ଭେଟିପାରନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀ ଯିବେ। ଅନ୍ୟପଟେ ଆଜି ଦିନ ୧୨ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ…

ଭୁବନେଶ୍ଵର: ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାଲି ଦିଲ୍ଲୀରେ ହେବାକୁ ଥିବା ସେମିକନ୍ ସମ୍ମିଳନୀରେ ଯୋଗଦେବେ । କିଛି କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବକୁ ମଧ୍ୟ ଭେଟିପାରନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀ ଯିବେ। ଅନ୍ୟପଟେ ଆଜି ଦିନ ୧୨ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ ହେଉଛି। ଏହି ବୈଠକରେ ଗୃହ ସଚିବ, ପୁଲିସ ଡିଜି. ମୁଖ୍ୟ ଶାସନ ସଚିବ, କ୍ରାଇମବ୍ରାଞ୍ଚ ଓ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିବେ ବୋଲି ଜଣାଯାଇଛି। ଏହି ବୈଠକରେ ଗୃହ ସଚିବ, ପୁଲିସ ଡିଜି. ମୁଖ୍ୟ ଶାସନ ସଚିବ, କ୍ରାଇମବ୍ରାଞ୍ଚ ଓ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିବେ ବୋଲି ଜଣାଯାଇଛି।

Leave a Reply

Your email address will not be published. Required fields are marked *