ପୂରଣ ହେବ ଖାଲି ଥିବା କୁଳପତି ପଦ

ଭୁବନେଶ୍ଵର: ଖାଲି ଥିବା କୁଳପତି ପଦ ପୂରଣ ନେଇ ରାଜ୍ୟପାଳଙ୍କ ବଡ଼ ସୂଚନା । ୨/୩ ମାସ ମଧ୍ୟରେ ପୂରଣ ହେବ ଖାଲିଥିବା ସବୁ କୁଳପତି ପଦ । ଅଧିକାଂଶ ବିଶ୍ବବିଦ୍ୟାଳୟରେ ଇନ୍‌ଚାର୍ଜ ଭିସି ପାଇଁ ପାଠପଢ଼ାରେ ଗୁରୁତର ବାଧା । ରାଜ୍ୟର ମୋଟ୍ ୧୭ଟି ବିଶ୍ବବିଦ୍ୟାଳୟରୁ ୧୩ଟିରେ ନାହାନ୍ତି କୁଳପତି । ତେବେ ସାମ୍ବାଦିକଙ୍କ ସହ ସ୍ବତନ୍ତ୍ର ଆଲୋଚନା ବେଳେ ଏନେଇ ରାଜ୍ୟପାଳଙ୍କ ସୂଚନା । ସ୍କୁଲ ଡ୍ରପ୍…

ଭୁବନେଶ୍ଵର: ଖାଲି ଥିବା କୁଳପତି ପଦ ପୂରଣ ନେଇ ରାଜ୍ୟପାଳଙ୍କ ବଡ଼ ସୂଚନା । ୨/୩ ମାସ ମଧ୍ୟରେ ପୂରଣ ହେବ ଖାଲିଥିବା ସବୁ କୁଳପତି ପଦ । ଅଧିକାଂଶ ବିଶ୍ବବିଦ୍ୟାଳୟରେ ଇନ୍‌ଚାର୍ଜ ଭିସି ପାଇଁ ପାଠପଢ଼ାରେ ଗୁରୁତର ବାଧା । ରାଜ୍ୟର ମୋଟ୍ ୧୭ଟି ବିଶ୍ବବିଦ୍ୟାଳୟରୁ ୧୩ଟିରେ ନାହାନ୍ତି କୁଳପତି ।

ତେବେ ସାମ୍ବାଦିକଙ୍କ ସହ ସ୍ବତନ୍ତ୍ର ଆଲୋଚନା ବେଳେ ଏନେଇ ରାଜ୍ୟପାଳଙ୍କ ସୂଚନା । ସ୍କୁଲ ଡ୍ରପ୍ ଆଉଟ୍ ହାରକୁ ନେଇ ମଧ୍ୟ ଉଦବେଗ ପ୍ରକାଶ କଲେ ରାଜ୍ୟପାଳ । ଆଦିବାସୀ ଅଞ୍ଚଳରେ ଛାତ୍ରୀ ଡ୍ରପ୍ ଆଉଟ୍ ହାର ସବୁଠୁ ଅଧିକ । ବଢୁଥିବା ମହିଳା ବିରୋଧୀ ହିଂସାକୁ ନେଇ ମଧ୍ୟ ଉଦ୍‌ବେଗ । ମହିଳା ବିରୋଧୀ ହିଂସା ରୋକିବାକୁ ତ୍ବରିତ୍ ଦଣ୍ଡବିଧାନ ଉପରେ ଗୁରୁତ୍ବ । ବାଲେଶ୍ବର, ଗୋପାଳପୁର ଓ ଦୁର୍ଗାପୁର କାଣ୍ଡ ପ୍ରସଙ୍ଗରେ ରଖିଲେ ମତ । ଦଣ୍ଡର ଭୟ ରହିଲେ ଅପରାଧ ଭିଆଇବାକୁ ପଛାଇବେ ଅପରାଧୀ ବୋଲି କହିଛନ୍ତି ରାଜ୍ୟପାଳ ।

Leave a Reply

Your email address will not be published. Required fields are marked *