ହସ୍ପିଟାଲରୁ ଆସିଲା ବଡ ଖବର, ସଙ୍ଗୀତକାର ଅଭିଜିତ ମଜୁମଦାର…

ଭୁବନେଶ୍ଵର: ଓଡିଶାର ଅଗଣିତ ଦର୍ଶକଙ୍କ ପାଇଁ ଆସିଲା ବଡ ଖବର । ବଡ ସୂଚନା ଦେଲେ ଏମ୍ସ କତ୍ତୃପକ୍ଷ । ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥାରେ ଆସୁନି ସୁଧାର । ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା କହିଲେ ଏମ୍‌ସ ନିର୍ଦ୍ଦେଶକ ଆଶୁତୋଷ ବିଶ୍ବାସ । କ୍ରିଟିକାଲ୍ ଭେଣ୍ଟିଲେଟର ସହଯୋଗରେ ଅଛନ୍ତି ଅଭିଜିତ ମଜୁମଦାର । ସ୍ବତନ୍ତ୍ର ଡାକ୍ତରୀ ଟିମ୍ ଦ୍ବାରା ଚିକିତ୍ସା ଚାଲିଛି, ଉନ୍ନତି ଆସିନି । ସୂଚନାଯୋଗ୍ୟ, ଲିଭର ଜନିତ…

ଦିଲ୍ଲୀ ଏୟାରଲିପ୍ଟ ହେବେ ଅଭିଜିତ! ଏମ୍ସରେ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ଵର: ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର ହୋଇପାରନ୍ତି ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର । ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହେବା ନେଇ ଭୁବନେଶ୍ଵର ଏମ୍ସ ସହ ଆଲୋଚନା ଜାରି ରହିଛି । ଡାକ୍ତରୀ ଟିମ୍ ଆବଶ୍ୟକ ଚିକିତ୍ସା ଯୋଗାଇ ଦେଉଛନ୍ତି । ସ୍ୱତନ୍ତ୍ର ଡାକ୍ତରୀ ଟିମ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଜାରି ହୋଇଛି । ଆବଶ୍ୟକ ପଡ଼ିଲେ ଦିଲ୍ଲୀ ଏମ୍ସକୁ ନେବାକୁ ପ୍ରସ୍ତୁତ ରୁହନ୍ତୁ ବୋଲି କହିଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ । ସୂଚନା…

କୋମାରେ ଅଭିଜିତ୍ ମଜୁମଦାର, ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଛି, ନିମୋନିଆରେ ପୀଡ଼ିତ

ଭୁବନେଶ୍ଵର: ବେଳକୁ ବେଳ ବିଗୁଡୁଛି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ଵାସ୍ଥ୍ୟବସ୍ଥା । ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର କୋମାରେ । ଘରୋଇ ଡାକ୍ତରଖାନାରେ କୋମାରେ ଥିଲେ ଅଭିଜିତ । ଏମ୍ସରେ ଭର୍ତ୍ତି କରିବା ପୂର୍ବରୁ କୋମାରେ ଅଛନ୍ତି ଅଭିଜିତ । ସେ କୋମାରେ ଥିବା ନେଇ ଭୁବନେଶ୍ୱର ଏମ୍ସ ପକ୍ଷରୁ ଦିଆଗଲା ସୂଚନା । ଗତକାଲି କଟକରୁ ଏମ୍ସ ସ୍ଥାନାନ୍ତର ହୋଇଥିଲେ ଅଭିଜିତ ମଜୁମଦାର…

ବିଗିଡିଲା ସ୍ଵାସ୍ଥ୍ୟବସ୍ଥା, ଏମ୍ସ ସ୍ଥାନାନ୍ତର ହେଲେ ସଙ୍ଗୀତକାର ଅଭିଜିତ୍‍ ମଜୁମଦାର

ଭୁବନେଶ୍ଵର: ଏମ୍‍ସ ସ୍ଥାନାନ୍ତର ହୋଇଛନ୍ତି ସଙ୍ଗୀତକାର ଅଭିଜିତ୍‍ ମଜୁମଦାର । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଅଭିଜିତଙ୍କୁ ଭୁବନେଶ୍ୱର ଏମ୍‍ସକୁ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଛି।  ଓଡ଼ିଶାର ସୁନାମ ଧନ୍ୟ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ହେଉଛନ୍ତି ଅଭିଜିତ୍‍ ମଜୁମଦାର । ତେବେ ଗତ ଗଣେଶ ପୂଜା ଦିନ ହଠାତ୍…