ନକ୍ସଲବାଦ ବିରୋଧରେ ବଡ ସଫଳତା: ଛତିଶଗଡ଼ରେ ୧୭୦ ନକ୍ସଲଙ୍କ ଆତ୍ମସମର୍ପଣ
ନୂଆଦିଲ୍ଲୀ: ଛତିଶଗଡ଼ରେ ୧୭୦ ନକ୍ସଲଙ୍କ ଆତ୍ମସମର୍ପଣ । ଏନେଇ ଏକ୍ସରେ ସୂଚନା ଦେଲେ ଗୃହ ମନ୍ତ୍ରୀ ଅମିତ ଶାହ । ନକ୍ସଲବାଦ ବିରୋଧରେ ଏହା ବଡ଼ ସଫଳତା ବୋଲି କହିଲେ ଶାହ । ଏହାକୁ ମିଶାଇ ୨ ଦିନରେ ୨୫୮ ନକ୍ସଲଙ୍କ ଆତ୍ମସମର୍ପଣ କଲେଣି । ଗତକାଲି ମହାରାଷ୍ଟ୍ରରେ ୬୧ ନକ୍ସଲ ଅସ୍ତ୍ର ତ୍ୟାଗ କରି ମୁଖ୍ୟସ୍ରୋତକୁ ଆସିଥିଲେ । ସେହିପରି କାଲି ଛତିଶଗଡ଼ରେ ମଧ୍ୟ ୨୭ ନକ୍ସଲ ଅସ୍ତ୍ର…
