ଏସିଆ କପ ହାତେଇଲା ଭାରତ, ୫ ୱିକେଟରେ ଜିତିଲା ପାକିସ୍ତାକୁ କଲା ଚିତପଟାଙ୍ଗ

ନୂଆଦିଲ୍ଲୀ: ନବମ ଏସିଆ କପ ଟାଇଟଲ ଜିତିଲା ଭାରତ । ଏସିଆ ଦଖଲ କରିଛି ଭାରତୀୟ କ୍ରିକେଟ୍‌ ଦଳ। ପାରମ୍ପାରିକ ପ୍ରତିଦ୍ବନ୍ଦ୍ବୀ ପାକିସ୍ତାନ ବିପକ୍ଷରେ ହ୍ୟାଟ୍ରିକ୍ ବିଜୟ ସହ ଭାରତ ନବମ ଥର ପାଇଁ ଏସିଆ କପ୍‌ ମୁକୁଟ ଜିତିଛି। ଦଶହରା ଓ ଦୀପାବଳି ପୂର୍ବରୁ ଭାରତୀୟ କ୍ରିକେଟ୍‌ପ୍ରେମୀଙ୍କୁ ପାର୍ବଣର ମଧୁର ଉପହାର ଦେଇଛି ! ଦୁବାଇରେ ଖେଳା ଯାଇଥିବା ସଂଘର୍ଷପୂର୍ଣ୍ଣ ଫାଇନାଲକୁ ୫ ୱିକେଟରେ ଜିତିଲା ଭାରତ ।…

ଏସିଆ କପ୍‌, ୪୧ ରନ୍‌ରେ ବାଂଲାଦେଶକୁ ହରାଇଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ: ବାଂଲାଦେଶକୁ ହରାଇ ଏସିଆ କପ୍‌ ଫାଇନାଲ୍‌ରେ ଭାରତ । ୪୧ ରନ୍‌ରେ ବାଂଲାଦେଶକୁ ହରାଇଲା ଟିମ୍‌ ଇଣ୍ଡିଆ । ୧୯.୩ ଓଭର୍‌ରେ ବାଂଲାଦେଶ ଟିମ୍‌ ଅଲ୍‌ ଆଉଟ୍‌ । କୁଲଦୀପଙ୍କୁ ୩, ବୁମ୍‌ରା ଓ ବରୁଣଙ୍କୁ ୨ଟି ଲେଖାଏଁ ୱିକେଟ୍ । ଓପନର୍‌ ଅଭିଶେଷ ଶର୍ମାଙ୍କ ଧୂଆଁଧାର ୭୫ ରନ୍‌ର ପାଳି । ଏହି ବିଜୟ ସହିତ ଭାରତୀୟ ଦଳ ଏସିଆ କପ୍ ୨୦୨୫ର ଫାଇନାଲରେ ପ୍ରବେଶ କରିଛି।…

ଏସିଆ କପରେ ଭାରତର ଦମଦାର ବିଜୟ, ପଡିଆରେ ପହଲଗାମର ପ୍ରତିଶୋଧ ନେଲା ଦଳ

ନୂଆଦିଲ୍ଲୀ: ଏସିଆ କପରେ ଭାରତର ଦମଦାର ବିଜୟ । ପରକିସ୍ତାନକୁ ୭ ଓ୍ବିକେଟରେ ହରାଇଲା ଭାରତ । ୧୨୮ ରନ୍ ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଭାରତ ୩ ଓ୍ବିକେଟ ହରାଇ ୧୩୧ ରନ୍ କରିଥିଲା । ଭାରତ ପକ୍ଷରୁ ଅଭିଷେକ ଶର୍ମା ୩୧, ଶୁବମନ ଗିଲ୍ ୧୦, ତିଲକ ବର୍ମା ୩୧ ରନ୍ କରି ଆଉଟ୍ ହୋଇଥିଲେ । ସୂର୍ଯ୍ୟକୁମାର ୪୭ ରନ୍ ଏବଂ ଏସ ଦୁବେ…