ଘରେ ବସି ଚୁଟକିରେ କରନ୍ତୁ ଆୟୁଷ୍ମାନ କାର୍ଡ ଆବେଦନ, ଜାଣନ୍ତୁ ଅନଲାଇନ ପ୍ରକ୍ରିୟା

ଭୁବନେଶ୍ଵର: ଆୟୁଷ୍ମାନ ଭାରତ ଯୋଜନା ଅନ୍ତର୍ଗତ ଆୟୁଷ୍ମାନ କାର୍ଡ ଗରିବ ଓ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ମାଗଣା ଚିକିତ୍ସା ସୁବିଧା ପ୍ରଦାନ କରୁଛି। ଏହି କାର୍ଡ ମାଧ୍ୟମରେ ଆପଣ ବର୍ଷକୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ପାଇପାରିବେ, ଯେଉଁଥିରେ କ୍ୟାନସର ଭଳି ଗୁରୁତର ରୋଗର ଚିକିତ୍ସା ମଧ୍ୟ ଅନ୍ତର୍ଭୁକ୍ତ। ଓଡ଼ିଶାରେ ଏହି ଯୋଜନା ଆଜିଠାରୁ ଆରମ୍ଭ ହୋଇଛି। ଏହା ସହିତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ…