ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ, ନିଜେ ପୋଡ଼ି ହୋଇଥିଲେ ବଳଙ୍ଗା ପୀଡ଼ିତା

ଭୁବନେଶ୍ଵର: ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବଡ ଖୁଲାସା । ନିଜେ ନିଜ ଉପରେ କିରାସିନି ଢ଼ାଳି ନିଆଁ ଲଗାଇଥିଲେ ପୁରୀ ବଳଙ୍ଗା ପୀଡ଼ିତା । ଗୃହରେ ଅନନ୍ତ ନାରାୟଣ ଜେନାଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ । ଦିଲ୍ଲୀ ଏମ୍ସରେ ଚିକିତ୍ସା ବେଳେ ମୃତ୍ୟୁକାଳୀନ ଜମାନବନ୍ଦୀରେ ଏହା କହିଥିଲେ । ଦିଲ୍ଲୀ କୋର୍ଟ ଓ ଏମ୍ସ ଡାକ୍ତରଙ୍କ ଦ୍ବାରା ବୟାନ ରେକର୍ଡ ବେଳେ ସତ ମାନିଥିଲେ ପୀଡ଼ିତା । ବିଧାନସଭାରେ ବିଜେଡି…