ପ୍ରଶାସନିକ ଅଧିକାରୀ ମନଇଚ୍ଛା ନିଷ୍ପତ୍ତି ନେଇଥିଲେ : ମେୟର

କଟକ: କଟକ ବାଲିଯାତ୍ରାକୁ ନେଇ ହାଇକୋର୍ଟଙ୍କ ନିଷ୍ପତ୍ତି ପରେ ପ୍ରତିକ୍ରିୟା ରଖିଛନ୍ତି ମେୟର । ଜିଲ୍ଲା ପ୍ରଶାସନ ଉପରେ ବର୍ଷିଛନ୍ତି କଟକ ମେୟର ସୁବାସ ସିଂ । ଜିଲ୍ଲା ପ୍ରଶାସନ କଟକ ସହରବାସୀଙ୍କୁ ବିଭ୍ରାନ୍ତ କରିଥିଲେ । ହାଇକୋର୍ଟ ଆଳରେ ଭୁଆଁ ବୁଲାଇଥିଲେ ପ୍ରଶାସନ । ହାଇକୋର୍ଟଙ୍କ କାଲିର ନିଷ୍ପତ୍ତି ଏହା ସ୍ପଷ୍ଟ କରିଛି । ଉପର ପଡ଼ିଆରେ ବାଲିଯାତ୍ରା ହେବନି ବୋଲି କିଏ । ପ୍ରଶାସନିକ ଅଧିକାରୀ ମନଇଚ୍ଛା…

ହାଇକୋର୍ଟଙ୍କ ବଡ ନିଷ୍ପତ୍ତି, ଉପର ପଡ଼ିଆରେ ହେବ ବାଲିଯାତ୍ରା

କଟକ: ଉପର ପଡ଼ିଆରେ ହେବ ବାଲିଯାତ୍ରା। ଏ ନେଇ ଅନୁମତି ପ୍ରଦାନ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ପୂର୍ବରୁ କେବଳ ତଳ ପଡ଼ିଆରେ ବାଲିଯାତ୍ରା ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ପ୍ରଶାସନର ଏହି ନିଷ୍ପତ୍ତିକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ପ୍ରଶାସନ ନିଷ୍ପତ୍ତିର ପୁନର୍ବିଚାର କରିବାକୁ ବିଭିନ୍ନ ମହଲରୁ ଅନୁରୋଧ କରାଯାଇଥିଲା। ଶେଷରେ ଏହି ପ୍ରସଙ୍ଗ ହାଇକୋର୍ଟରେ ପହଞ୍ଚିଥିଲା, ଯାହାକୁ ସର୍ବୋଚ୍ଚ ନ୍ୟାୟାଳୟ ବିଚାର କରି ଉପର…

ଉପର ପଡ଼ିଆରେ ବି ହେବ ବାଲିଯାତ୍ରା, ରୂପରେଖ କ’ଣ ହେବ କୋର୍ଟଙ୍କୁ ଅବଗତ କରାଯିବ

କଟକ: ଉପର ପଡ଼ିଆରେ ବି ହେବ ବାଲିଯାତ୍ରା । ଏନେଇ କୋର୍ଟଙ୍କୁ ସତ୍ୟପାଠ ଦିଆଯିବ କହିଲେ ଜିଲ୍ଲାପାଳ । ରୂପରେଖ କ’ଣ ହେବ କୋର୍ଟଙ୍କୁ ଅବଗତ କରାଯିବ । ଲୋକପ୍ରତିନିଧିଙ୍କୁ ନେଇ ଜିଲ୍ଲାପାଳଙ୍କ ଆବାସିକ ବାସଭବନ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ କେବଳ ତଳ ପଡ଼ିଆରେ ବାଲିଯାତ୍ରାକୁ ନେଇ ଉଠିଥିଲା ବିବାଦ । ଅଧିକାଂଶ ଦଳର ଲୋକ ପ୍ରତିନିଧି ପ୍ରଶାସନର ନିଷ୍ପତ୍ତିକୁ ବିରୋଧ କରିଥିଲେ । ସେପଟେ…

ଆସନ୍ତାକଲିଠୁ ବାଲିଯାତ୍ରା ପାଇଁ ପ୍ଲଟ୍ ପଞ୍ଜିକରଣ, ପ୍ଲଟ ପିଛା ୫ ହଜାର ଟଙ୍କା

କଟକ: ଐତିହାସିକ ବାଲିଯାତ୍ରା ପାଇଁ ଆସନ୍ତାକଲିଠୁ ଆରମ୍ଭ ହେବ ପ୍ଲଟ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା । କାଲିଠାରୁ ଅକ୍ଟୋବର ୯ ମଧ୍ୟରେ ୧୦୦ ଟଙ୍କାରେ ମିଳିବ ଆବେଦନପତ୍ର । ବାରବାଟୀ ପ୍ୟାଲେସ୍‌ରୁ ସଂଗ୍ରହ ଓ ଦାଖଲ କରିପାରିବେ ଆବେଦନପତ୍ର । ଜଣେ ବ୍ୟକ୍ତି/ଅନୁଷ୍ଠାନ ସର୍ବାଧିକ ୩ଟି ପ୍ଲଟ୍ ପାଇଁ ଆବେଦନ କରିପାରିବେ । ପ୍ଲଟ ପିଛା ପ୍ରାରମ୍ଭିକ ପଞ୍ଜୀକରଣ ରାଶି ୫ ହଜାର ଟଙ୍କା ରହିବ । ଗୋଟିଏ ପ୍ଲଟ୍ ପାଇଁ…