ବାଲିହରଚଣ୍ଡି ଗଣଦୁଷ୍କର୍ମ ଘଟଣା, ଦୁଃଖଦ ଘଟଣା କହିଲେ ବିଧାୟିକା
ବ୍ରହ୍ମଗିରି: ବାଲିହରଚଣ୍ଡି ପୀଠରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ଘଟଣାକୁ ନେଇ ସାରା ବ୍ରହ୍ମଗିରି ଅଞ୍ଚଳରେ ଚର୍ଚ୍ଚା ଲାଗି ରହିଥିବା ବେଳେ ଆନ୍ଧ୍ରପ୍ରଦେଶରୁ ଅଭିଯୁକ୍ତ ମନୋଜ ବେହେରାକୁ ଗିରଫ କରିଛି ପୁରୀ ପୋଲିସ । ମୋଟ୍ ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି । ଆଜି ସମସ୍ତଙ୍କର ଡାକ୍ତରୀ ମାଇନା କରାଯିବ । ଏହାସହ ଯୁବତୀଙ୍କ ଡାକ୍ତରୀ ମାଇନା କରାଯାଇଛି । ସେପଟେ ବ୍ରହ୍ମଗିରି ବାଲିହରଚଣ୍ଡି ଘଟଣା ଅତ୍ୟନ୍ତ ସମ୍ବେଦନଶୀଳ ଓ ଦୁଃଖଦ ଘଟଣା ବୋଲି କହିଛନ୍ତି ବିଧାୟିକା ଉପାସନା…
