ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍ଓପି ଆଣିବ ବିଏମ୍ସି
ଭୁବନେଶ୍ଵର: ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍ଓପି ଆଣିବ ବିଏମ୍ସି । ରାଜଧାନୀର ୨୦ଟି ବଡ଼ ହାଟରେ ଲାଗୁହେବ ଏସ୍ଓପି । ଏନେଇ ସୂଚନା ଦେଇଛନ୍ତି ବିଏମ୍ସି ମେୟର ସୁଲୋଚନା ଦାସ । BMC ଅଧିକରୀଙ୍କ ଉପସ୍ଥିତିରେ ହେବ ହାଟ କମିଟି ନିର୍ବାଚନ । ସବୁ ହାଟ ଦୋକାନୀଙ୍କ ପାଇଁ ହେବ ଗ୍ରୁପ ଇନ୍ସୁରାନ୍ସ । ହାଟରେ ଏନ୍ଫୋର୍ସମେଣ୍ଟ କଡାକଡ଼ି ହେବ, ଜରିପାଲ ଟାଣି ପାରିବେନି ଦୋକାନୀ । ରାସ୍ତା…
