ଏଥର ନୂଆପଡ଼ାରେ ବିଜେପିର ଏକପାଖିଆ ବିଜୟ ହେବ ମୁଖ୍ୟମନ୍ତ୍ରୀ
ନୂଆପଡା: ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ନୂଆପଡ଼ା ବିକାଶ ଦାୟିତ୍ୱ ମୋର, କଥା ଦେଇ କଥା ରଖିବୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ନୂଆପଡ଼ା ଇତିହାସରେ ନୂଆ ଫର୍ଦ୍ଦ ଯୋଡ଼ି ହେବାକୁ ଯାଉଛି । ଏବେଠାରୁ ନୂଆପଡ଼ାବାସୀ ଦେଖିବେ ଡବଲ ଇଞ୍ଜିନ ସରକାରର ବିକାଶ । ପୂର୍ବ ସରକାରରେ ମୁଖ୍ୟମନ୍ତ୍ରୀ ଉପନିର୍ବାଚନ ବେଳେ କଥା ଦେଇ ରଖୁ ନ ଥିଲେ । ମାତ୍ର ମୁଁ ଏହା…
