ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି

ଭୁବନେଶ୍ଵର: ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି । ରାଜଧାନୀର ୨୦ଟି ବଡ଼ ହାଟରେ ଲାଗୁହେବ ଏସ୍‌ଓପି । ଏନେଇ ସୂଚନା ଦେଇଛନ୍ତି ବିଏମ୍‌ସି ମେୟର ସୁଲୋଚନା ଦାସ । BMC ଅଧିକରୀଙ୍କ ଉପସ୍ଥିତିରେ ହେବ ହାଟ କମିଟି ନିର୍ବାଚନ । ସବୁ ହାଟ ଦୋକାନୀଙ୍କ ପାଇଁ ହେବ ଗ୍ରୁପ ଇନ୍ସୁରାନ୍ସ । ହାଟରେ ଏନ୍‌ଫୋର୍ସମେଣ୍ଟ କଡାକଡ଼ି ହେବ, ଜରିପାଲ ଟାଣି ପାରିବେନି ଦୋକାନୀ । ରାସ୍ତା…

ଆଉ ରହିବନି ରାଜଧାନୀବାସୀଙ୍କ ଚିନ୍ତା, ଏଣିକି ଅଳିଆରୁ ବାହାରିବ ବିଦ୍ୟୁତ

ଭୁବନେଶ୍ଵର: ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି, ନିର୍ମାଣ ହେବ ପ୍ଲାଣ୍ଟ । ବିଏମ୍‌ସି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ବିଏମ୍‌ସି ଅଞ୍ଚଳରୁ ପ୍ରତିଦିନ ୮୦୦ ଟନ୍‌ ଅଳିଆ ବାହାରୁଛି । ଏନର୍ଜି ପ୍ଲାଣ୍ଟ, ବାୟୋଗ୍ୟାସ କମ୍ପୋଷ୍ଟିଙ୍ଗ ପ୍ଲାଣ୍ଟ ନିର୍ମାଣ ପାଇଁ ଚିନ୍ତା କରୁଛୁ । ବାୟୋଗ୍ୟାସ କମ୍ପୋଷ୍ଟିଙ୍ଗ ପ୍ଲାଣ୍ଟ ପାଇଁ ଟେଣ୍ଡର ସରିଛି । ପଳାଶୁଣୀରେ ନିର୍ମାଣ ହେବ ୱେଷ୍ଟ ଟୁ ବ୍ରିକେଟ ବା ଚାରକୋଲ ପ୍ଲାଣ୍ଟ…

ମଲରେ ପାର୍କିଂ ଫି’ ଆଦାୟ, BMCର ଆଭିମୁଖ୍ୟ ଅସ୍ପଷ୍ଟ

ଭୁବନେଶ୍ଵର: ମଲ୍‌ରେ ଆଦାୟ ହେଉଥିବା ପାର୍କିଂ ଫି’କୁ ନେଇ BMCର ଆଭିମୁଖ୍ୟ ଅସ୍ପଷ୍ଟ । ଏହା ନିୟମ ନା ନିୟମ ନୁହେଁ କହି ହେବ ନାହିଁ କହିଲେ BMC କମିଶନର । ଏଯାଏଁ କୌଣସି ନିଷ୍ପତ୍ତି ନେଇନୁ, ଆଗକୁ ଆଲୋଚନା ପରେ ନିଷ୍ପତି ନେବୁ । ପାର୍କିଂ ବାବଦକୁ ଟଙ୍କା ନିଆଯିବା ଘଟଣା ବିଷୟରେ ଅବଗତ ଅଛୁ । ଏହାକୁ ନେଇ ଅନେକ ବିବାଦୀୟ ନିୟମ, କୋର୍ଟଙ୍କ ରାୟ ରହିଛି…