ବିଜେଡିକୁ ଲାଗିଲା ଶକ୍ତ ଝଟ୍‌କା; ବିଜେପିରେ ମିଶିଲେ ଜୟ ଢୋଲକିଆ

ନୂଆପଡ଼ା: ସବୁ କଳ୍ପନା ଜଳ୍ପନାର ଅନ୍ତ ହୋଇଛି । ବିଜେଡିକୁ ଲାଗିଛି ଶକ୍ତ ଝଟକା । ବିଜେପିରେ ମିଶିଛନ୍ତି ଜୟ ଢୋଲକିଆ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି । ସ୍ବର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା ନେଇ ସମ୍ଭାବନା । ନୂଆପଡ଼ାର…

ନୂଆପଡ଼ା ଉପନିର୍ବାଚନ: ବୃଦ୍ଧି ହୋଇଛି ମତଦାନ କେନ୍ଦ୍ର

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା । ନୂଆପଡ଼ାରେ ମୋଟ ୫୬ଟି ନୂତନ ମତଦାନ କେନ୍ଦ୍ର ସୃଷ୍ଟି କରାଯାଇଛି । ମତଦାନ କେନ୍ଦ୍ର ୩୦୨ରୁ ୩୫୮କୁ ବୃଦ୍ଧି କରାଯାଇଛି । ସହରାଞ୍ଚଳରେ ୩୬ ଓ ଗ୍ରାମାଞ୍ଚଳରେ ୩୨୨ ମତଦାନ କେନ୍ଦ୍ର । ନିର୍ବାଚନ ମଣ୍ଡଳୀରେ ୫୨ଟି ମତଦାନ କେନ୍ଦ୍ରର ନାମ ପରିବର୍ତ୍ତନ କରାଯାଇଛି । ସେପ୍ଟେମ୍ବର ୧୫କୁ ଯୋଗ୍ୟତା ତାରିଖ ଭାବେ ରଖି ଚିଠା ଭୋଟର…

ନୂଆପଡ଼ା ଉପନିର୍ବାଚନ: ଘାସିରାମ ମାଝୀ ହେବେ କି କଂଗ୍ରେସ ପ୍ରାର୍ଥୀ !

ନୂଆପଡ଼ା: ନୂଆପଡ଼ା ପାଇଁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିବାକୁ ପିସିସିର ଇସାରା । ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସର ପ୍ରାର୍ଥୀ ହୋଇପାରନ୍ତି ଭେଟରାନ କଂଗ୍ରେସ ନେତା ଘାସିରାମ ମାଝୀ । ଏନେଇ ପରୋକ୍ଷରେ ସଂକେତ ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଗତ ନିର୍ବାଚନରେ ସ୍ୱାଧୀନ ଭାବେ ୫୦ ହଜାରରୁ ଅଧିକ ଭୋଟ ପାଇଥିଲେ । ଘାସିରାମ ବାବୁ ଏବେ କଂଗ୍ରେସର ଜିଲ୍ଲା ସଂଯୋଜକ ଅଛନ୍ତି । ଆମର…

ନୂଆପଡ଼ା ଉପନିର୍ବାଚନ: ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା । ଆଜିଠୁ ୨୮ ତାରିଖ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ସମୟସୀମା ରହିଛି । ଅକ୍ଟୋବର ୭ ତାରିଖରେ ସରିବ ଦାବି ଓ ଆପତ୍ତି ନିଷ୍ପତ୍ତି । ଅକ୍ଟୋବର ୯ରେ ପ୍ରକାଶ ପାଇବ ନୂଆ ଭୋଟର ତାଲିକା । ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡ଼ା ଉପନିର୍ବାଚନ ପ୍ରକ୍ରିୟା ଆରମ୍ଭ…

ନୂଆପଡ଼ା ଉପନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା , ଆସନ୍ତା ୧୫ରୁ ଏସଏସଆର

ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପୂର୍ବରୁ ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (ଏସଏସଆର) କାର୍ଯ୍ୟକାରୀ କରାଯିବ। ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ଏହାକୁ କାର୍ଯ୍ୟକାରୀ କରାଯିବ। ଏ ନେଇ ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ନିର୍ଦେଶନାବା ଜାରି ହୋଇଛି ! ତେବେ ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବ SSR । ଉପନିର୍ବାଚନ ପାଇଁ ହେବ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) । ଏନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି…