କଟକ ଚୌଦ୍ବାର ଜେଲ୍‌ରୁ ୨ କଏଦୀ ଚମ୍ପଟ୍‌ ଘଟଣା: ୨ ୱାର୍ଡର ସସ୍‌ପେଣ୍ଡ୍‌

କଟକ: କଟକ ଚୌଦ୍ବାର ଜେଲ୍‌ରୁ ୨ କଏଦୀ ଚମ୍ପଟ୍‌ ଘଟଣାରେ ୨ ୱାର୍ଡର ସସ୍‌ପେଣ୍ଡ୍‌ । କର୍ତ୍ତବ୍ୟରେ ଅବହେଳା ପାଇଁ ୱାର୍ଡର, ଚିଫ୍‌ ୱାର୍ଡର ସସ୍‌ପେଣ୍ଡ୍‌ ହୋଇଥିବା ନେଇ ସୂଚନା ମିଳିଛି । ଅଲଗା ଅଲଗା ସେଲ୍‌ରେ ଥିଲେ ଦୁଇ ଅଭିଯୁକ୍ତ । ଆରିରେ ରଡ୍‌ କାଟି ଜେଲରୁ ବାହାରିଥିଲେ । ବ୍ୟବହାର କରୁଥିବା କମ୍ବଳକୁ ଦଉଡ଼ି କରି ପାଚେରୀ ଡେଇଁଛନ୍ତି । କଟକ ରେଞ୍ଜ୍‌ ଡିଆଇଜିଙ୍କୁ ତଦନ୍ତ ପାଇଁ…

ଜେଲରୁ ଚମ୍ପଟ ମାରିଲେ ଦୁଇ କଏଦୀ, ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ

କଟକ: କଟକ ଚୌଦ୍ବାର ଜେଲ୍‌ରୁ ୨ ହାର୍ଡକୋର କଏଦୀ ଚମ୍ପଟ୍‌ l ଜେଲ୍‌ର ସେଲ୍‌ କାଟି ଫେରାର୍ ହୋଇଯାଇଥିବା ସୂଚନା l ପାଣିକୋଇଲିରେ ପଣ୍ଡା ଆଳଙ୍କାର ଲୁଟ୍‌ ଘଟଣାରେ ଧରାପଡ଼ିଥିଲେ ଦୁଇ କଏଦୀ l ଉଭୟ ଲୁଟେରା ଅଳଙ୍କାର ଦୋକାନ ଉପରକୁ ଗୁଳିମାଡ଼ କରିଥିଲେ l ଲୁଟେରାଙ୍କ ଗୁଳିମାଡ଼ରେ ୨ଜଣଙ୍କର ଜୀବନ ଯାଇଥିଲା l ସ୍ଥାନୀୟ ଲୋକ ଉଭୟଙ୍କୁ କାବୁ କରି ପୋଲିସ ଜିମା ଦେଇଥିଲେ l ସୂଚନା ଅନୁଯାୟୀ,…