ଖୁସି ଖବର, ପିଏମ୍‌ କିଷାନ KYC ଅପଡେଟ୍ ଅବଧି ବୃଦ୍ଧି କଲେ ସରକାର

ଭୁବନେଶ୍ଵର: ପିଏମ୍‌ କିଷାନ KYC ଅପଡେଟ୍ ଅବଧି ବୃଦ୍ଧି କଲେ ସରକାର । KYC ଅପଡେଟ୍ ଅବଧି ଆଉ ୬ ମାସ ବୃଦ୍ଧି କଲେ ରାଜ୍ୟ ସରକାର । ସିଏମ୍‌ କିଷାନ ହିତାଧିକାରୀ ପିଏମ୍‌ କିଷାନ KYC ଅପଡେଟ୍ କରିପାରିବେ । ସିଏମ୍‌ କିଷାନରେ ୫୧ ଲକ୍ଷ ୫୪ ହଜାର ହିତାଧିକାରୀ ସାମିଲ୍ ଅଛନ୍ତି । ସେହିପରି ପିଏମ୍‌ କିଷାନରେ ୩୪ ଲକ୍ଷ ୮୫ ହଜାର ହିତାଧିକାରୀ ସାମିଲ୍ ଅଛନ୍ତି…

ଚାଷୀ ଭାଇଙ୍କୁ ନୂଆଁଖାଇ ଭେଟି ଦେଲେ ରାଜ୍ୟ ସରକାର, ଖାତାକୁ ଆସିଲା ଟଙ୍କା

ଭୁବନେଶ୍ଵର: ଚାଷୀଙ୍କ ଆକାଉଣ୍ଟ ଆସିଲା ଟଙ୍କା । ନୂଆଁଖାଇ ପୂର୍ବରୁ ସିଏମ୍ କିଷାନ୍ ସହାୟତା ରାଶି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଚାଷୀଙ୍କ ବ୍ୟାଙ୍କ ଖାତାକୁ ୨ ହଜାର ଟଙ୍କା ଲେଖାଏଁ ପଠାଇଛନ୍ତି ରାଜ୍ୟ ସରକାର । ରାଜ୍ୟର ପ୍ରାୟ ୫୧ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହୋଇଛନ୍ତି । ୫୧ ଲକ୍ଷ ୫୪ ହଜାର ୧୧୫ ଜଣ କ୍ଷୁଦ୍ର, ନାମମାତ୍ର ଚାଷୀ, ଭୂମିହୀନ କୃଷକ…