ଚାକିରିଆଙ୍କ ପାଇଁ ବଡ ଖବର, ଆଗୁଆ ମିଳିବ ଦରମା
ଭୂବନେଶ୍ଵର: ସରକାରୀ ଚାକିରିଆଙ୍କ ପାଇଁ ଖୂସି ଖବର । ପୂଜା ପାଇଁ ଆଗୁଆ ଦରମା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ସେପ୍ଟେମ୍ବର ମାସର ଦରମାକୁ ୨୬ ତାରିଖରେ ଦେବା ପାଇଁ ନିର୍ଦ୍ଦେଶନାମା । ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ଜାରି ହୋଇଛି ସ୍ୱତନ୍ତ୍ର ନିର୍ଦ୍ଦେଶନାମା । ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ…
