ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପ୍ରାୟ ୫୦ ଜଣଙ୍କୁ ଜେରା

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପ୍ରାୟ ୫୦ ଜଣଙ୍କୁ ଜେରା । ଅଦ୍ୟାବିଧି ୫୦ ଜଣଙ୍କୁ ଜେରା କରାଯାଇଥିବା ନେଇ ସୂଚନା ଦେଇଛନ୍ତି ବ୍ରହ୍ମପୁର ଏସ୍‌ପି । ସନ୍ଦେହରେ ୫ରୁ ୬ ଜଣଙ୍କୁ ପଚରାଉଚରା କରୁଛୁ । ଏଥିସହ ପ୍ରତ୍ୟକ୍ଷଦର୍ଶୀ, ସହକର୍ମୀଙ୍କୁ ମିଶାଇ ଏଯାବତ୍ ୫୦ ଜଣଙ୍କୁ ଜେରା କରାଯାଉଛି ବୋଲି କହିଛନ୍ତି ବ୍ରହ୍ମପୁର ଏସପି । ସେ ଆହୁରି କହିଛନ୍ତି, ଗୁଳିକୁ ବାଲିଷ୍ଟିକ ଏକ୍ସପର୍ଟଙ୍କ ନିକଟକୁ…

ବ୍ରହ୍ମପୁରରେ ଗୁଳିମାଡ଼: ବିଜେପି ନେତା ମୃତ

ବ୍ରହ୍ମପୁର: ବ୍ରହ୍ମପୁରରେ ଗୁଳିମାଡ଼ । ବିଜେପି ନେତା ମୃତ । ଗୁଳିମାଡ଼ରେ ବିଜେପି ନେତା ପୀତବାସ ପଣ୍ଡା ମୃତ । ବିଜେପି ନେତା ତଥା ବରିଷ୍ଠ ଆଇନ୍‌ଜୀବୀ ପୀତବାସ ପଣ୍ଡାଙ୍କୁ ବ୍ରହ୍ମାନଗର ଘର ବାହାରେ ୨ ଦୁର୍ବୃତ୍ତଙ୍କ ଗୁଳିମାଡ଼ । ଏମ୍‌କେସିଜିରେ ମୃତ ଘୋଷଣା କଲେ ଡାକ୍ତର । ରାଜ୍ୟ ଆଇନ୍‌ଜୀବୀ ପରିଷଦର ସଦସ୍ୟ ଥିଲେ ପୀତବାସ ପଣ୍ଡା । ମିଳିଥିବା ସୂଚନା ଅନୁସାରେ, ତାଙ୍କ ଘର ବାହାରେ ରାତି…

ଯୌନ ଉତ୍ପୀଡ଼ନ ମାମଲାରେ ଗିରଫ ହେଲେ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ

ନୂଆଦିଲ୍ଲୀ: ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଓରଫ ପାର୍ଥ ସାରଥୀ ଗିରଫ । ଆଗ୍ରାରୁ ବିଳମ୍ବିତ ରାତିରେ ଗିରଫ କଲା ଦିଲ୍ଲୀ ପୋଲିସ । ଛାତ୍ରୀଙ୍କୁ ଯୌନ ଉତ୍ପୀଡ଼ନ ଏବଂ ଜାଲିଆତି ଅଭିଯୋଗରେ ଗିରଫ । EWS ସ୍କଲାରସିପରେ PGDM କରାଇବାକୁ କହି ଶୋଷଣ କରୁଥିଲେ ଭଣ୍ଡ ବାବା । ପୁଲିସ ସୂଚନା ଅନୁଯାୟୀ ଆଶ୍ରମର ନିର୍ଦ୍ଦେଶକ ଚୈତନ୍ୟାନନ୍ଦ ସରସ୍ୱତୀଙ୍କ ବିରୋଧରେ ୧୫ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଦକ୍ଷିଣ-ପଶ୍ଚିମ ଦିଲ୍ଲୀର…

ସାମ୍ନାକୁ ଆସିଲା ଛାତି ଥରା ଦୃଶ୍ୟ, ପେଟ୍ରୋଲ ଢାଳି ଆଇନଜୀବୀଙ୍କ ଆତ୍ମାହୁତି

ଭୁବନେଶ୍ଵର: ପେଟ୍ରୋଲ ଢାଳି ଆଇନଜୀବୀଙ୍କ ଆତ୍ମାହୁତି । ମଞ୍ଚେଶ୍ବର ଥାନା ପାଣ୍ଡରାରେ ଜଳିଗଲେ ଆଇନଜୀବୀ । ନିଆଁ ଲାଗି ଦେହ ସମ୍ପୂର୍ଣ୍ଣ ପୋଡ଼ି ଯାଇଥିବା ସୂଚନା । ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଲା ମଞ୍ଚେଶ୍ବର ଥାନା ପୋଲିସ୍ । ନିଜ ଘର ଛାତ ଉପରେ ଆଇନଜୀବୀ ଜଳି ଯାଇଥିବା ନେଇ ପୋଲିସ୍‌ର ସୂଚନା । ତେବେ ଆଇନଜୀବୀଙ୍କ ଆତ୍ମାହୁତିର କାରଣ କ’ଣ, ତାହା ଏବେ ବି…