ଭସାଣୀ ଗଣ୍ଡଗୋଳ ଘଟଣା: ଘର ଘର ବୁଲି ଯାଞ୍ଚ କରୁଛି ପୋଲିସ
କଟକ: କଟକ ଭସାଣୀ ଗଣ୍ଡଗୋଳ ଘଟଣାରେ ଡିସିପିଙ୍କ ତରଫରୁ ସହରବାସୀଙ୍କ ପାଇଁ ୨ଟି ମୋବାଇଲ୍ ନଂ ଜାରି କରାଯାଇଛି। ମୋବାଇଲ୍ ନଂ ୭୩୨୮୦୭୭୩୨୪ / ୮୪୮୦୫୧୩୦୦୭ ଜାରି ହୋଇଛି। ଗୁଜବ କିମ୍ବା ମିଥ୍ୟା ସୂଚନାରେ ବିଶ୍ବାସ ନ କରିବାକୁ ପରାମର୍ଶ ଦିଆଯାଇଛି। କୌଣସି ସନ୍ଦେହଜନକ ବାର୍ତ୍ତା ପାଇଲେ ଦୁଇ ମୋବାଇଲ ନଂରେ ଜଣାଇବାକୁ କୁହାଯାଇଛି। ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ ପରାମର୍ଶ ଦିଆଯାଇଛି। ଅନ୍ୟପଟେ ହାତୀପୋଖରୀ ଅଞ୍ଚଳରେ ପୋଲିସ…
