ଜନ୍ମଦିନରେ ବଡ ଉପହାର: ମୋହନଲାଲଙ୍କୁ ମିଳିବ ଦାଦାସାହେବ ଫାଲକେ ପୁରସ୍କାର

ନୂଆଦିଲ୍ଲୀ: ଅଭିନେତା ମୋହନଲାଲଙ୍କୁ ମିଳିବ ଦାଦାସାହେବ ଫାଲ୍‌କେ ପୁରସ୍କାର । ଭାରତୀୟ ସିନେମାରେ ଉଲ୍ଲେଖନୀୟ ଅବଦାନ ପାଇଁ ପାଇବେ ପୁରସ୍କାର । ୨୦୨୩ ବର୍ଷ ପାଇଁ ମୋହନଲାଲଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର ପ୍ରଦାନ କରାଯିବ । ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ପ୍ରଦାନ କରାଯିବ ଆଓ୍ୱାର୍ଡ । ଏନେଇ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ପକ୍ଷରୁ କରାଗଲା ଘୋଷଣା । ତେବେ କହିରଖୁଛୁ ଯେ ଗତ ବର୍ଷ ଅଭିନେତା ମିଥୁନ…