କାର୍ତ୍ତିକ ପ୍ରଥମ ସୋମବାର, ବିଭିନ୍ନ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଆଠଗଡ: ଆଜି ହେଉଛି କାର୍ତ୍ତିକ ମାସର ପ୍ରଥମ ସୋମବାର। ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ବିଭିନ୍ନ ଶୈବପୀଠ  । ଆଜି ସକାଳୁ ସକାଳୁ କଟକ ଜିଲ୍ଲା ଆଠଗଡର  ପ୍ରସିଦ୍ଧ ବାବା ଧବଳେଶ୍ବରଙ୍କ ପୀଠରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ଦେଖିବାକୁ ମିଳିଛି  । କାର୍ତ୍ତିକ ମାସର ପ୍ରଥମ ସୋମବାରରେ  ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ ବୋଲି ବିଶ୍ବାସ ରହିଛି । ସେଥିପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁମାନେ…

ଧବଳେଶ୍ୱରଙ୍କ ପୀଠରେ ନଭେମ୍ବର ୩ରେ ବଡ଼ଓଷା, ୫ରେ ଡ଼ଙ୍ଗା ଭସା

କଟକ: ଧବଳେଶ୍ୱର ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡ଼ଓଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅକ୍ଟୋବର ୮ରୁ ନଭେମ୍ବର ୫ ଯାଏ ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଳନ ହେବ। ସେହିପରି ୧ ନଭେମ୍ବରରୁ ୫ ଯାଏଁ ପଞ୍ଚକ ବ୍ରତ ପାଳନ କରାଯିବ। ୩ରେ ବଡ଼ଓଷା, ବଡ଼ସିଂହାର ବେଶରେ ଦର୍ଶନ ଦେବେ ବାବା ଧବଳେଶ୍ୱର। ୩ ରାତିରେ ଧବଳେଶ୍ୱରଙ୍କ ପାଖେ ଲାଗି ହେବ ଗଜଭୋଗ ଓ ତରଣ। ୪…