ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍‌

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍‌ । ଐତିହାସିକ ଗାଜା ଶାନ୍ତି ଚୁକ୍ତି ସ୍ବାକ୍ଷର ଅବସରରେ ଭୂରି ଭୂରି ପ୍ରଶଂସା କଲେ ଟ୍ରମ୍ପ । ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ସାମ୍ନାରେ ମୋଦିଙ୍କ ପ୍ରଶଂସା । ଭାରତ ଏକ ମହାନ ଦେଶ ଯେଉଁଠି ମୋର ଜଣେ ବହୁତ ଭଲ ବନ୍ଧୁ ଶୀର୍ଷରେ । ମୋଦି ଏକ ଚମତ୍କାର କାମ କରିଛନ୍ତି ବୋଲି କହିଲେ ଟ୍ରମ୍ପ୍‌ ।…

ଯୁଦ୍ଧରେ ଲାଗିଲା ବିରାମ, ହମାସ-ଇସ୍ରାଏଲ ଯୁଦ୍ଧ ଶେଷ ହେଲା ବୋଲି କହିଲେ ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ: ଗାଜାରେ ହମାସ-ଇସ୍ରାଏଲ ଯୁଦ୍ଧ ଶେଷ ହେଲା କହିଲେ ଡୋନାଲ୍ଡ ଟ୍ରମ୍ପ । ମଧ୍ୟପ୍ରାଚ୍ୟ ଦେଶ ଗସ୍ତ ପୂର୍ବରୁ ଟ୍ରମ୍ପଙ୍କ ବଡ଼ ଘୋଷଣା । ଇଜିପ୍ଟରେ ଟ୍ରମ୍ପଙ୍କ ଉପସ୍ଥିତିରେ ହେବ ଗାଜା ଶାନ୍ତି ଚୁକ୍ତି । ଶାନ୍ତି ଚୁକ୍ତି ସମ୍ମିଳନୀରେ ଭାରତ ସମେତ ୨୦ଟି ଦେଶର ନେତା ଯୋଗଦେବେ । ଚୁକ୍ତି ଅନୁସାରେ ଇସ୍ରାଏଲୀ ପଣବନ୍ଦୀଙ୍କୁ ମୁକ୍ତ କରିବ ହମାସ । ଇଜିପ୍ଟ ଗସ୍ତ ପୂର୍ବରୁ ପ୍ରଥମେ ଇସ୍ରାଏଲ ଯିବେ…

ଟାରିଫ ବିବାଦ ଭିତରେ ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ, ମୋଦିଙ୍କୁ ପ୍ରଶଂସା କରି କହିଲେ…

ନୂଆଦିଲ୍ଲୀ: ଟାରିଫ୍‌କୁ ନେଇ ତିକ୍ତତା ଭିତରେ ଟ୍ରମ୍ପଙ୍କ ବଡ଼ ବୟାନ । ବଦଳିଲା ଭାରତ ବିରୋଧୀ ମନ୍ତବ୍ୟ ଦେଉଥିବା ଆମେରିକାର ସ୍ଵର । ଟ୍ରମ୍ପଙ୍କର ଏକ ସୋସିଆଲ୍ ମିଡିଆରେ ପୋଷ୍ଟରେ ଜଣେ ବ୍ୟକ୍ତି ପ୍ରଶ୍ନ କରିଥିଲେ କି, ଭାରତ ସହ ସମ୍ପର୍କ ପୁଣି ମଜଭୁତ କରିବାକୁ ଆମେରିକା ପ୍ରସ୍ତୁତ ଅଛି କି? ଆଉ ଏହି ପ୍ରଶ୍ନର ଉତ୍ତରରେ ଟ୍ରମ୍ପ କହିଛନ୍ତି, ମୁଁ ସବୁବେଳେ ପ୍ରସ୍ତୁତ । ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…