ଭୁବନେଶ୍ବରରେ ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା
ଭୁବନେଶ୍ଵର: ଭୁବନେଶ୍ବରରେ ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା । କମିଶନରରେଟ୍ ପୋଲିସ ତରଫରୁ କଟକଣା ଜାରି କରାଯାଇଛି । ଆସନ୍ତା ୨୮ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ କଟକଣା । ରାଜଧାନୀର ପ୍ରମୁଖ ରାସ୍ତାଗୁଡ଼ିକରେ ଭାରିଯାନ ଯିବା ଆସିବା ବାରଣ । ରସୁଲଗଡ଼ରୁ ଲିଙ୍ଗିପୁର, ବାଣୀବିହାରରୁ ଶିଶୁଭବନ ଛକ ଭାରିଯାନ ମନା । ସେହିପରି ଆଚାର୍ଯ୍ୟବିହାରରୁ କଳିଙ୍ଗ ହସ୍ପିଟାଲ ଓ ନ୍ୟୁ ଏୟାରପୋର୍ଟ ଛକ,…
