ଓଡ଼ିଶାକୁ ଆସିବ ୬୦୦ ଇ-ବସ୍‌, ସମ୍ବଲପୁରରେ ଗଡିବ ୨୫ଟି

ଭୁବନେଶ୍ଵର: ଓଡ଼ିଶାକୁ ଆସିବ ୬୦୦ e-ବସ୍‌। ଏନେଇ ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ପରିବେଶ ସୁରକ୍ଷା ପାଇଁ e-ବସ୍‌ ଅଧିକ ପ୍ରଚଳନ କରିବାକୁ ଯୋଜନା କରାଯାଉଛି। ରାଜ୍ୟରେ ବର୍ତ୍ତମାନ ୧ ହଜାର e-ବସ୍‌ର ଆବଶ୍ୟକତା ରହିଛି। ଆଗକୁ ରାଜ୍ୟ ସରକାର ୨୦୦ଟି e-ବସ୍‌ ଆଣିବେ ବୋଲି କହିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ। ଲୋକଙ୍କୁ ଆରାମଦାୟକ ଯାତ୍ରା ସାଙ୍ଗକୁ…