ରାଜ୍ୟରେ ହେବନି ମାଛର ଅଭାବ, ଶିଳାନ୍ୟାସ ହେଲା ପାଣ୍ଡରା ଅତ୍ୟାଧୁନିକ ମାଛ ମାର୍କେଟ

ଭୁବନେଶ୍ଵର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସୀରେ ରାଜଧାନୀର ପାଣ୍ଡରାଠାରେ ଏକ ବୃହତ୍ ମାଛ ମାର୍କେଟର ଶିଳାନ୍ୟାସ କରିଛନ୍ତି। ଏଥିଲାଗି ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଓଡ଼ିଶା ଭଳି ଏକ ରାଜ୍ୟରେ ବ୍ୟାପକ ଫସଲ ହାନି ପ୍ରତିବର୍ଷ ହୋଇଥାଏ । ବାତ୍ୟା, ବନ୍ୟା, ମରୁଡ଼ି, ଅଦିନିଆ ବର୍ଷା ଆଦି ପାଇଁ ରାଜ୍ୟର ଚାଷୀକୁଳକୁ କ୍ଷତି ପହଞ୍ଚାଇଥାଏ। ଏଥିପାଇଁ ପ୍ରଧାନମନ୍ତ୍ରୀ ଅନ୍ନଦାତା ଓ ଚାଷୀଙ୍କ ପାଇଁ…