ବଢୁଛି ହୀରାକୁଦ ଜଳସ୍ତର, କିନ୍ତୁ ରାଜ୍ୟରେ ନାହିଁ ବନ୍ୟା ଆଶଙ୍କା

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ଆଶଙ୍କା ନାହିଁ କହିଲେ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ l ବଂଶଧାରା ନଦୀ ଛଡ଼ା ଅନ୍ୟ କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ l କାଶୀନଗର ନିକଟରେ ବଂଶଧାରା ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି l କାଶୀନଗରରେ ବଂଶଧାରା ୫୫.୨୪ ମିଟରରେ ପ୍ରବାହିତ ହେଉଛି l ଫଳରେ ତଳିଆ ଅଞ୍ଚଳ ପ୍ରଭାବିତ ହେବା ଆଶଙ୍କାରେ ପ୍ରଶାସନ ସଜାଗ୍ ରହିଛି l ହୀରାକୁଦରେ ଜଳସ୍ତର ବଢ଼ୁଛି କିନ୍ତୁ…

ସ୍ଥିତି ସ୍ଵାଭାବିକ, କୌଣସି ନଦୀରେ ନାହିଁ ବନ୍ୟା ପରିସ୍ଥିତି

ଭୁବନେଶ୍ଵର: ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି । ଏନେଇ ସୂଚନା ଦେଇଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ । ସବୁ ସ୍ଥାନରେ ବିପଦ ସଂକେତ ଠାରୁ ତଳେ ଜଳ ପ୍ରବାହିତ ହେଉଛି । ମୁଣ୍ଡଳୀରେ ସ୍ଥିତି ସ୍ୱାଭାବିକ ଥିବାରୁ ଅନ୍ୟ ସବୁଠି ମଧ୍ୟ ସ୍ୱାଭାବିକ ରହିଛି । ସେପଟେ ଭଟ୍ଟାରିକାଙ୍କ ମନ୍ଦିର ପାଦଦେଶକୁ ଛୁଇଁଛି ବନ୍ୟାଜଳ । ଭଟ୍ଟାରିକା ମନ୍ଦିର ବେଢାରେ ପଶିଲା ବନ୍ୟାଜଳ । ବନ୍ୟାଜଳ ଯଦିଓ ମା’ଙ୍କ…

ଜଳସ୍ତର ବଢ଼ିବ କିନ୍ତୁ ବନ୍ୟା ନାହିଁ: ଜଳ ସମ୍ପଦ ମୁଖ୍ୟଯନ୍ତ୍ରୀ

ଭୁବନେଶ୍ଵର: ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ସତର୍କ କରାଇଲେ SRC । VCରେ ୧୮ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହେଲେ SRC । ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ନୂଆପଡ଼ା ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହୋଇଛନ୍ତି SRC । ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ନେଇ ଆଲୋଚନା…

କମୁଛି ହୀରାକୁଦ ଡ୍ୟାମ୍‌ର ଜଳସ୍ତର, ୨୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର: କମୁଛି ହୀରାକୁଦ ଡ୍ୟାମ୍‌ର ଜଳସ୍ତର । ଜଳ ଭଣ୍ଡାରର ଜଳସ୍ତର ଅଛି ୬୨୬.୪୧ ଫୁଟ୍ । ଡ୍ୟାମ୍‌ର ୨୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳ ଭଣ୍ଡାର ଭିତରକୁ ପ୍ରବେଶ କରୁଛି ୩ ଲକ୍ଷ ୮୬ ହଜାର ୨୮ କ୍ୟୁସେକ ଜଳ । ସେହିପରି ନିଷ୍କାସନ ହେଉଛି ୪ ଲକ୍ଷ ୨୪ ହଜାର ୧୪୭ କ୍ୟୁସେକ ଜଳ । ପାୱାର ଚ୍ୟାନେଲ ଏବଂ କେନାଲ…

ଉତ୍ତର ଭାରତରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳକା

ବାଲେଶ୍ଵର: ବୈତରଣୀରେ ପୁଣି ଆସିଲା ବନ୍ୟା। ଏଥର ଛୋଟ ଧରଣର ବନ୍ୟା ହୋଇଥିଲେ ବି ବଢ଼ାଇ ଦେଇଛି ଚିନ୍ତା। କାରଣ ଗତ ତିନି ମାସ ମଧ୍ୟରେ ଏହା ବୈତରଣୀରେ ତୃତୀୟ ବନ୍ୟା। ଆଖୁଆପଦାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବନ୍ୟାଜଳ। ପାଣି ବଢ଼ିଥିବାରୁ ପ୍ରଭାବିତ ହୋଇଛନ୍ତି ଭଦ୍ରକ, ବନ୍ତ, ଧାମନଗର ଓ ଭଣ୍ଡାରୀପୋଖରୀ। ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର । ମଥାନୀ ଠାରେ ବିପଦ…