ପରଲୋକରେ ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କି

ବୀରମିତ୍ରପୁର: ଆରପାରିରେ ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୬୭ ବର୍ଷ ବୟସରେ ପରଲୋକ । ଗତ କିଛି ମାସ ଧରି ଅସୁସ୍ଥ ଥିବା ବେଳେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଜର୍ଜ ତିର୍କି । ପ୍ରାୟ ୩ ମାସ ହେବ ଅସୁସ୍ଥ ଥିଲେ ଜର୍ଜ ତିର୍କି । ଗୁରୁବାର ଅପରାହ୍ନରେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ଇସ୍ପାତ ଜେନେରାଲ…