ବଢିଲା ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ପାଇଁ ଆବେଦନ ତାରିଖ, ଜାଣନ୍ତୁ…
ଭୁବନେଶ୍ଵର: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ପୂର୍ବରୁ ମଧ୍ୟ ଏହି ଆବେଦନ ସମୟସୀମାକୁ ବୃଦ୍ଧି କରାଯାଇଥିଲା । କର୍ମଜୀବୀ ସାମ୍ବାଦିକମାନଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟବୀମା ଯୋଗାଇ…
