IAS ସ୍ତରରେ ବଡ଼ ଧରଣର ଅଦଳବଦଳ, ଚଞ୍ଚଳ ରାଣାଙ୍କୁ ଗୁରୁ ଦାୟିତ୍ଵ

ଭୂବନେଶ୍ଵର: ରାଜ୍ୟରେ IAS ସ୍ତରରେ ବଡ଼ ଧରଣର ଅଦଳବଦଳ । ଏନ୍‌. ଥିରୁମାଲା ନାଏକ ହେଲେ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ । ମାନସୀ ନିମ୍ଭାଲ ଉଠା ଜଳସେଚନ ନିଗମ ଏମ୍‌ଡି ଭାବେ ନିଯୁକ୍ତ । ସେହିପରି ସୁରେନ୍ଦ୍ର କୁମାର ମୀନା ହେଲେ ST/SC ବିକାଶ ବିଭାଗର ଅତିରିକ୍ତ ସଚିବ ଏବଂ ଶୁଭଶ୍ରୀ ନନ୍ଦ ଯୋଜନା ଓ ସଂଯୋଜନା ବିଭାଗର ଅତିରିକ୍ତ ସଚିବ । ଅନ୍ୟପଟେ, ବିଏମ୍‌ସି କମିଶନର…