ପୂର୍ବ ସରକାରରେ ରାଜୁ ଢୋଲକିଆ ଅସହାୟ ମନେ କରୁଥିଲେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ବିଜେପିରେ ମିଶିଛନ୍ତି ନୂଆପଡ଼ାର ପୂର୍ବତନ ବିଜେଡି ବିଧାୟକ ସ୍ଵର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଜୟ ଗେରୁଆ ଦଳରେ ସାମିଲ ହୋଇଛନ୍ତି । ଦଳକୁ ଜୟଙ୍କୁ ସ୍ଵାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲ । ବିଜେପିର ମିଶ୍ରଣ ପର୍ବରେ ଜୟ ଢୋଲକିଆଙ୍କୁ ମୁଖ୍ୟମନ୍ତ୍ରୀ ଦଳରେ ସ୍ବାଗତ…
