ସୁରକ୍ଷାବାହିନୀଙ୍କୁ ବଡ ସଫଳତା, ୪ କୁଖ୍ୟାତ ନକ୍ସଲ ନେତା ନିହତ
ବଣାଇ: ଝାଡ଼ଖଣ୍ଡରରେ ୩ କୁଖ୍ୟାତ ନକ୍ସଲ ନେତା ନିହତ । ସହଦେବ ସୋରେନ, ରଘୁନାଥ ହେମ୍ବ୍ରମ ଓ ବୀରସେନ ଗଞ୍ଜୁ ମୃତ । ହଜାରିବାଗର ଗୋରହର ଥାନା ଅଞ୍ଚଳରୁ ମୃତଦେହ ଉଦ୍ଧାର । ସହଦେବ ସୋରେନଙ୍କ ପାଇଁ ଥିଲା ୧ କୋଟି ଟଙ୍କା ପୁରସ୍କାର । ରଘୁନାଥ ହେମ୍ବ୍ରମଙ୍କ ପାଇଁ ଥିଲା ୨୫ ଲକ୍ଷ ଟଙ୍କା ପୁରସ୍କାର । ସେହିପରି ବୀରସେନ ଗଞ୍ଜୁଙ୍କ ପାଇଁ ଥିଲା ୧୦ ଲକ୍ଷ ଟଙ୍କା…
