ଆଲୋକର ପର୍ବ ଦୀପାବଳିକୁ ନେଇ ଦ୍ଵନ୍ଦ, କେବେ କରିବେ ପାଳନ
ଭୁବନେଶ୍ଵର: ଆଲୋକର ପର୍ବ ଦୀପାବଳି ପୁରପଲ୍ଲୀ, ସହର ବଜାର ସବୁଠାରେ ଖୁବ୍ ଧୁମ୍ଧାମରେ ପାଳନ କରାଯାଇଥାଏ। ଓଡ଼ିଶାରେ ଏହିଦିନ ପିତୃପୁରୁଷଙ୍କୁ କାଉଁରିଆ କାଠି ଜଳାଇ ମନେପକାଯାଇଥାଏ। ହେଲେ ଏହାର ବିଭିନ୍ନ ଶାସ୍ତ୍ରୀୟ କିମ୍ବଦନ୍ତୀ ରହିଛି। ପୌରାଣିକ ମତାନୁଯାୟୀ, ଏହିଦିନ ଭଗବାନ୍ ବିଷ୍ଣୁ ହିରଣ୍ୟକଶିପୁଙ୍କୁ ବଧ କରିଥିଲେ। ସେଥିପାଇଁ ଏହି ପର୍ବ ପାଳନ କରାଯାଏ। ଆଉ କେତେକ ମତ ଦିଅନ୍ତି, ଉକ୍ତ ଦିନ ସମୁଦ୍ର ମନ୍ଥନରୁ ଲକ୍ଷ୍ମୀ ଓ ଧନ୍ବନ୍ତରୀଙ୍କ ଆବିର୍ଭାବ…

 
									