ଧବଳେଶ୍ୱରଙ୍କ ପୀଠରେ ନଭେମ୍ବର ୩ରେ ବଡ଼ଓଷା, ୫ରେ ଡ଼ଙ୍ଗା ଭସା
କଟକ: ଧବଳେଶ୍ୱର ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡ଼ଓଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅକ୍ଟୋବର ୮ରୁ ନଭେମ୍ବର ୫ ଯାଏ ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଳନ ହେବ। ସେହିପରି ୧ ନଭେମ୍ବରରୁ ୫ ଯାଏଁ ପଞ୍ଚକ ବ୍ରତ ପାଳନ କରାଯିବ। ୩ରେ ବଡ଼ଓଷା, ବଡ଼ସିଂହାର ବେଶରେ ଦର୍ଶନ ଦେବେ ବାବା ଧବଳେଶ୍ୱର। ୩ ରାତିରେ ଧବଳେଶ୍ୱରଙ୍କ ପାଖେ ଲାଗି ହେବ ଗଜଭୋଗ ଓ ତରଣ। ୪…
