ଆଜି କୁମାର ପୂର୍ଣ୍ଣିମା: ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ,ସଂଧ୍ୟାରେ ଚାନ୍ଦ ପୂଜା
ଭୂବନେଶ୍ଵର: ଆଜି କୁଆଁରୀ ଝିଅଙ୍କ ପର୍ବ କୁଆଁର ପୁନେଇଁ । ଏହି ଦିନ କାର୍ତ୍ତିକେୟଙ୍କ ଜନ୍ମଦିନ ଥିବାରୁ ଏହି ପୂଜା କଲେ ତାଙ୍କ ଭଳି ସୁନ୍ଦର ଓ ବୀର ବର ମିଳେ ବୋଲି ଲୋକ ବିଶ୍ବାସ ରହିଛି । ତେଣୁ ସର୍ବଗୁଣସମ୍ପନ୍ନ ଜୀବନସାଥୀଟିଏ ପାଇବାକୁ କୁମାରୀ କରିବେ ଚନ୍ଦ୍ରପୂଜା । ଏନେଇ କୁମାରୀଙ୍କ ମନରେ ବେଶ୍ ଉତ୍ସାହ ଭରି ରହିଛି । ସକାଳ ନ ପାଉଣୁ ଗାଧୋଇ ପାଧୋଇ ନୂଆ…
