ଆଜି ପବିତ୍ର ମହାଳୟା, ଧବଳମୁଖୀ ବେଶରେ ଦର୍ଶନ ଦେବେ ମା ସମଲେଶ୍ଵରୀ
ଭୁବନେଶ୍ଵର: ଆଜି ମହାଳୟା । ଏହି ଦିନ ପିତୃପୁରୁଷଙ୍କୁ ପିଣ୍ଡଦାନ ଭଳି ପରମ୍ପରା ଉତ୍କଳିୟ ସଂସ୍କୃତିରେ ଦେଖିବାକୁ ମିଳିଥାଏ । ଭାଗବତ ଜନ୍ମ ପରଦିନ ଠାରୁ ଅର୍ଥାତ ଆଶ୍ୱିନ ପ୍ରତିପଦାରୁ ଆରମ୍ଭ ହୋଇଛି ଅପରପକ୍ଷ । ଆଜି ମହାଳୟା ଅମାବାସ୍ୟାରେ ଅପରପକ୍ଷ ଶେଷ ହୋଇଥିବା ବେଳେ ପିତୃକୂଳ ଓ ମାତୃକୁଳକୁ ଆଜି ପୁଅମାନେ ପିଣ୍ଡଦାନ କରିଥାନ୍ତି । ଶ୍ରୀକ୍ଷେତ୍ରର ତୀର୍ଥ ପୁଷ୍କରଣୀ, ମହୋଦଧି ସମେତ ଶ୍ରୀମନ୍ଦିରର ଉତରଦ୍ୱାର ପଟେ ପିଣ୍ଡ…
