ଡାକ୍ତରଖାନାରେ ଭର୍ତ୍ତି ହେଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ
ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ । ତାଙ୍କୁ ବେଙ୍ଗାଲୁରୁର MS ରମୈୟା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବାରମ୍ବାର ଜ୍ୱର ହେବାପରେ ଖଡ୍ଗେଙ୍କ ସ୍ୱାସ୍ଥ୍ୟ ବହୁତ ଖରାପ ହୋଇଥିଲା । ମଙ୍ଗଳବାର ବିଳମ୍ବିତ ରାତିରେ ଡାକ୍ତରଖାନାକୁ ନିଆଯାଇଥିଲା । ଡାକ୍ତରୀ ଟିମ୍ ତୁରନ୍ତ ତାଙ୍କର ପରୀକ୍ଷା କରିଥିଲେ। ଖଡ୍ଗେଙ୍କ ଅବସ୍ଥା ସ୍ଥିର ନହେବା ପର୍ଯ୍ୟନ୍ତ ତାଙ୍କୁ ନିରୀକ୍ଷଣରେ ରଖାଯିବ । ଖଡ୍ଗେଙ୍କ ଡାକ୍ତରଖାନାରେ ଭର୍ତ୍ତି ହେବା…
