ମୁଁ ମଣିପୁରର ଲୋକମାନଙ୍କର ଉତ୍ସାହକୁ ସଲାମ କରୁଛି: ମୋଦି
ନୂଆଦିଲ୍ଲୀ: ମଣିପୁର ଚୁରାଚନ୍ଦପୁରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ । ମଣିପୁରର ସାହସ ଓ ବୀରତ୍ୱର ଭୂମି । ମୁଁ ମଣିପୁରର ଲୋକମାନଙ୍କର ଉତ୍ସାହକୁ ସଲାମ କରୁଛି । ପ୍ରବଳ ବର୍ଷା ସତ୍ତ୍ୱେ ଆପଣମାନେ ଏଠାକୁ ଆସିଛନ୍ତି, ସେଥିପାଇଁ ମୁଁ ଆପଣଙ୍କୁ ଧନ୍ୟବାଦ ଜଣାଉଛି । ମଣିପୁର ନାମରେ ‘ମଣି’ ଶବ୍ଦ ରହିଛି । ‘ମଣି’ ଭବିଷ୍ୟତରେ ସମଗ୍ର ଉତ୍ତର-ପୂର୍ବ ଅଞ୍ଚଳକୁ ଉଜ୍ଜ୍ୱଳ କରିବାର ପ୍ରତୀକ । ସରକାର ମଣିପୁରକୁ ବିକାଶର…
