ମନ୍ କୀ ବାତ୍: ସହିଦ ଭଗତ ସିଂ ଓ ଲତା ମଙ୍ଗେସକରଙ୍କୁ ମନେପକେଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦିଙ୍କ ୧୨୬ତମ ମନ୍ କୀ ବାତ୍ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସହିଦ ଭଗତ ସିଂ ଓ ଲତା ମଙ୍ଗେସକରଙ୍କୁ ସ୍ମରଣ କରିଛନ୍ତି ପ୍ରଧାନମନ୍ତ୍ରୀ । ମୋଦି କହିଛନ୍ତି ସବୁ ରାକ୍ଷୀ ପୂର୍ଣ୍ଣିମାରେ ମୋ ପାଇଁ ଲତା ଦିଦି ରାକ୍ଷୀ ପଠାଉଥିଲେ । ସବୁ କ୍ଷେତ୍ରରେ ନାରୀଶକ୍ତି ଦେଶ ପାଇଁ ଗୌରବ ଆଣିପାରିଛନ୍ତି । ତେବେ କାର୍ଯ୍ୟକ୍ରମରେ ନ୍ୟାଭିର ୨ ମହିଳା କମାଣ୍ଡରଙ୍କ ସହ…
