ବ୍ରହ୍ମପୁରରେ ଗୁଳିମାଡ଼: ବିଜେପି ନେତା ମୃତ

ବ୍ରହ୍ମପୁର: ବ୍ରହ୍ମପୁରରେ ଗୁଳିମାଡ଼ । ବିଜେପି ନେତା ମୃତ । ଗୁଳିମାଡ଼ରେ ବିଜେପି ନେତା ପୀତବାସ ପଣ୍ଡା ମୃତ । ବିଜେପି ନେତା ତଥା ବରିଷ୍ଠ ଆଇନ୍‌ଜୀବୀ ପୀତବାସ ପଣ୍ଡାଙ୍କୁ ବ୍ରହ୍ମାନଗର ଘର ବାହାରେ ୨ ଦୁର୍ବୃତ୍ତଙ୍କ ଗୁଳିମାଡ଼ । ଏମ୍‌କେସିଜିରେ ମୃତ ଘୋଷଣା କଲେ ଡାକ୍ତର । ରାଜ୍ୟ ଆଇନ୍‌ଜୀବୀ ପରିଷଦର ସଦସ୍ୟ ଥିଲେ ପୀତବାସ ପଣ୍ଡା । ମିଳିଥିବା ସୂଚନା ଅନୁସାରେ, ତାଙ୍କ ଘର ବାହାରେ ରାତି…