ନବରାତ୍ରୀ: ଅଷ୍ଟସିଦ୍ଧିର ଅଧିଷ୍ଠାତ୍ରୀ ମା’ ସିଦ୍ଧିଦାତ୍ରୀ

ଭୁବନେଶ୍ଵର: ଉତ୍ସବ ଓ ଉତ୍ସାହର ସହ ଚାଲିଛି ଜଗତଜନନୀଙ୍କ ପୂଜା । ଆଜି ମାଆ ଦୁର୍ଗାଙ୍କ ମହାନବମୀ ପୂଜା । ମା’ ଦୂର୍ଗାଙ୍କ ନବମ ଶକ୍ତିର ଉର୍ଜ୍ଜାରୁ ଜନ୍ମ ନେଇଛନ୍ତି ମା’ ସିଦ୍ଧିଦାତ୍ରୀ । ସବୁ ପ୍ରକାରର ସିଦ୍ଧିକୁ ଆଶୀର୍ବାଦ ସ୍ୱରୁପ ଦେଉଥିବା ମା’ ମହାମାୟାଙ୍କୁ ନବରାତ୍ରୀର ମହାନବମୀ ଦିନ ଉପାସନା କରାଯାଏ । ଏହି ଦିନ ଶାସ୍ତ୍ରୀୟ ବିଧି-ବିଧାନ ଏବଂ ପୂର୍ଣ୍ଣ ନିଷ୍ଠାର ସହ ସାଧନା କରିବା ଦ୍ୱାରା…

ମା’ ମହାଗୌରୀ: ଅଷ୍ଟମ ଶକ୍ତି ମା’ ମହାଗୌରୀ

ଭୁବନେଶ୍ଵର: ପବିତ୍ର ଆଶ୍ୱିନ ମାସ ଶୁକ୍ଳପକ୍ଷ ଅଷ୍ଟମୀ, ନବରାତ୍ରୀ ମହାଷ୍ଟମୀ (ଦୂର୍ଗାଷ୍ଟମୀ) ତିଥିରେ ଜଗଜ୍ଜନନୀ କରୁଣାମୟୀ ମାଁ ନବଦୂର୍ଗା ଙ୍କୁ ଦେବୀ ମାଁ ମହାଗୌରୀ ସ୍ୱରୂପରେ ପୂଜାର୍ଚ୍ଚନା କରାଯାଏ । ମହାଗୌରୀ ସ୍ୱରୂପରେ ବ୍ରୁଷଭ ବାହନା ଚତୁର୍ଭୂଜା ମାତା ସମ୍ପୂର୍ଣ୍ଣ ଗୌରବର୍ଣ୍ଣା ଏବଂ ତାଙ୍କର ବସ୍ତ୍ର ଓ ସମସ୍ତ ଆଭୂଷଣ ମଧ୍ୟ ସମ୍ପୂର୍ଣ୍ଣ ଶ୍ୱେତବର୍ଣ୍ଣ । ଏହା ଦେବୀଙ୍କ ସୌମ୍ୟ ରୂପ। ଏହି ରୂପରେ ବୃଷଭ ବାହିନୀ ଦେବୀଙ୍କ ଶରୀରର…

ମା’ କାଳରାତ୍ରୀ: ଶତ୍ରୁରୁ ମୁକ୍ତି ଦିଅନ୍ତି ମା’ କାଳରାତ୍ରୀ

ଭୁବନେଶ୍ଵର: ଅପେକ୍ଷାର ଅନ୍ତ ଘଟିଛି । ଧରାବତରଣ କରିଛନ୍ତି ଦଶଭୁଜା ମା’ ଦୁର୍ଗା । ଆଧ୍ୟାତ୍ମିକତାର ମହକରେ ମହକୁଛି ପରିବେଶ । ଚାରିଆଡ଼େ ପାର୍ବଣର ପୁଲକ। ଆଜି ଶକ୍ତିପୀଠରେ ସପ୍ତମୀ ପୂଜା କରାଯାଉଥିବା ବେଳେ ମଣ୍ଡପରେ ଆଜି ଷଷ୍ଠୀ ପୂଜା କରାଯାଉଛି । ପୂଜକ ବେଳଗଛ ମୂଳେ ପୂଜା କରିବା ପରେ ମାଆଙ୍କୁ ମଣ୍ଡପକୁ ଆବାହନ କରିବେ । ନବରାତ୍ରୀର ଆଜି ସପ୍ତମ ଦିନ। ଆଜି ମା’ କାଳରାତ୍ରୀଙ୍କ ପୂଜା…

ନବରାତ୍ରୀର ଷଷ୍ଠ ଦିନ, ଆଜି ଦୁର୍ଗତିନାଶିନୀଙ୍କ କାତ୍ୟାୟିନୀ ରୂପ

ଭୁବନେଶ୍ଵର: ଆଜି ମା’ ଦୁର୍ଗାଙ୍କ ଷଷ୍ଠୀ । ନବରାତ୍ରୀ ଆରମ୍ଭ ହୋଇଯାଇଥିବା ବେଳେ ଆଜି ଷଷ୍ଠ ଦିନରେ ମା’ କାତ୍ୟାୟନୀ ରୂପରେ ପୂଜା ପାଇବେ । ନବରାତ୍ରୀର ଷଷ୍ଠ ଦିନରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ମା’ କାତ୍ୟାୟନୀଙ୍କ ପୂଜା ଦ୍ବାରା ଶତ୍ରୁ ସଂହାର ପାଇଁ ଶରୀରରେ ଅଦ୍ଭୁତ ଶକ୍ତି ସଞ୍ଚାର ହୋଇଥାଏ ବୋଲି ବିଶ୍ବାସ ରହିଛି । ବଜ୍ର ମଣ୍ଡଳର ଅଧିଷ୍ଠାତ୍ରୀ ଦେବୀ କାତ୍ୟାୟନୀଙ୍କର ଚାରୋଟି ହସ୍ତ…

ନବରାତ୍ରୀର ପଞ୍ଚମ ଦିନ, ସ୍କନ୍ଦମାତା ରୂପରେ ଦର୍ଶନ ଦେଇଛନ୍ତି ଜଗତଗନନୀ

ଭୁବନେଶ୍ଵର: ପାଖେଇ ଆସୁଛି ମା’ ଦୁର୍ଗାଙ୍କ ବିଜୟା ଦଶମୀ, ଏହା ପୂର୍ବରୁ ଆରମ୍ଭ ହୋଇଯାଇଛି ନବରାତ୍ରୀ ପୂଜା । ଏନେଇ ଚଳଚଞ୍ଚଳ ଶକ୍ତିପୀଠ ସହ ପୂଜା ମଣ୍ଡପ । ନଅ ଦିନ ଧରି ନଅଟି ରୂପରେ ପୂଜା ପାଇବେ ମା’ ଦୁର୍ଗା । ନବରାତ୍ରୀର ପ୍ରଥମ ଦିନରେ ମା’ ଶୈଳପୁତ୍ରୀ, ଦ୍ବିତୀୟ ଦିନରେ ବ୍ରହ୍ମଚାରିଣୀ, ତୃତୀୟ ଦିନରେ ଚନ୍ଦ୍ରଘଣ୍ଟା ଚତୁର୍ଥ ଦିନରେ କୁଷ୍ମାଣ୍ଡା ରୂପରେ ପୂଜା ପାଇବା ପରେ ଆଜି…

ନବରାତ୍ରୀ: ବ୍ରହ୍ମାଣ୍ଡ ସୃଷ୍ଟି କରିଥିଲେ ମା’ କୁଷ୍ମାଣ୍ଡା  

ଭୁବନେଶ୍ଵର: ଆରମ୍ଭ ହୋଇଯାଇଛି ନବରାତ୍ରୀ ପୂଜା, ଆଉ ମାତ୍ର ଦିନ କେଇଟା ପରେ ଦଶହରା । ଏନେଇ ଚଳଚଞ୍ଚଳ ଶକ୍ତିପୀଠ ସହ ପୂଜା ମଣ୍ଡପ । ନଅ ଦିନ ଧରି ନଅଟି ରୂପରେ ପୂଜା ପାଇବେ ମା’ ଦୁର୍ଗା । ନବରାତ୍ରୀର ପ୍ରଥମ ଦିନରେ ମା’ ଶୈଳପୁତ୍ରୀ, ଦ୍ବିତୀୟ ଦିନରେ ବ୍ରହ୍ମଚାରିଣୀ, ତୃତୀୟ ଦିନରେ ଚନ୍ଦ୍ରଘଣ୍ଟା ରୂପରେ ପୂଜା ପାଇବା ପରେ ଆଜି ନବରାତ୍ରୀର ଚତୁର୍ଥ ଦିନରେ କୁଷ୍ମାଣ୍ଡା ରୂପରେ…

ନବରାତ୍ରର ତୃତୀୟ ଦିନ, ଦର୍ଶନ ଦେଉଛନ୍ତି ମା’ ଚନ୍ଦ୍ରଘଣ୍ଟା

ଭୁବନେଶ୍ଵର: ଧରାପୃଷ୍ଠରେ ବିରାଜିବେ ମା ଜଗତଜନନୀ ଦୁର୍ଗା । ମାଙ୍କ ଆବାହନ ପାଇଁ ଚଳଚଞ୍ଚଳ ହୋଇପଡିଛି ଗାଁଠୁ ସହର । ଆରମ୍ଭ ହୋଇଛି ଶାରଦୀୟ ନବରାତ୍ରୀ ପୂଜା । ନବରାତ୍ରି ହେଉଛି ମାଆଙ୍କ ଉପାସନାର ପର୍ବ । ଏହି ନବଦିନାତ୍ମକ ପୂଜାରେ ନଅ ଦିନ ଧରି ବିଭିନ୍ନ ରୂପରେ ପୂଜା ପାଇବେ ଆଦିଶକ୍ତି ମାଆ ଦୁର୍ଗା । ଆଶ୍ୱିନ ଶୁକ୍ଳ ପ୍ରତିପଦାରୁ ନବମୀ ପର୍ଯ୍ୟନ୍ତ ମାଆ ଜଗଦଜନନୀଙ୍କ ନବମୀ ପୂଜା…

ଆଜି ନବରାତ୍ରର ଦ୍ୱିତୀୟ ଦିନ: ବ୍ରହ୍ମଚାରିଣୀ ରୂପରେ ଦର୍ଶନ ଦେଉଛନ୍ତି ମା’

ଭୂବନେଶ୍ଵର: ଆରମ୍ଭ ହୋଇଯାଇଛି ମା’ ଦୁର୍ଗାଙ୍କ ନବରାତ୍ରୀ ପୂଜା, ଆଉ ଦିନ କେଇଟା ପରେ ଦଶହରା, ଏନେଇ ଚଳଚଞ୍ଚଳ ହୋଇ ଉଠିଛି ଶକ୍ତିପୀଠ ସହ ପୂଜା ମଣ୍ଡପ । ନବରାତ୍ରୀରେ ମା’ ଦୁର୍ଗା ନଅଟି ରୂପରେ ପୂଜା ପାଇଥାନ୍ତି । ଏହି ନଅଦିନ ମା’ ଦୁର୍ଗା ଶୈଳପୁତ୍ରୀ, ବ୍ରହ୍ମଚାରିଣୀ, ଚନ୍ଦ୍ରଘଣ୍ଟା, କୁଷ୍ମାଣ୍ଡା, ସ୍କନ୍ଦମାତା, କାତ୍ୟୟନୀ, କାଳରାତ୍ରୀ, ମହାଗୌରୀ ଓ ସିଦ୍ଧିଦାତ୍ରୀ ରୂପରେ ମଣ୍ଡପରେ ପୂଜା କରାଯାଏ । ଆଜି ନବରାତ୍ରୀର…