ବିଜେଡି ଛାଡ଼ିଲେ ପୂର୍ବତନ ସାଂସଦ ଭାସ୍କର ରାଓ
ଭୁବନେଶ୍ଵର: ବିଜେଡିରେ ପୁଣି ହଟଚମଟ। ବିଜେଡିରୁ ଇସ୍ତଫା ଦେଲେ ରାୟଗଡ଼ାର ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ ଓ ପୂର୍ବତନ ମନ୍ତ୍ରୀ ଲାଲ୍ ବିହାରୀ ହିମରିକା । ଉଭୟଙ୍କ ସହ ଦଳର ବହୁ ନେତା ଓ କର୍ମୀ ମଧ୍ୟ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି ।…
