୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ଵର: ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାଲି ଦିଲ୍ଲୀରେ ହେବାକୁ ଥିବା ସେମିକନ୍ ସମ୍ମିଳନୀରେ ଯୋଗଦେବେ । କିଛି କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବକୁ ମଧ୍ୟ ଭେଟିପାରନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀ ଯିବେ। ଅନ୍ୟପଟେ ଆଜି ଦିନ ୧୨ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ…
