କାହିଁକି ପାଳନ ହୁଏ ‘ଜାତୀୟ ପୋଷଣ ସପ୍ତାହ’, ସୁସ୍ଥ ଶରୀର ପାଇଁ ଜରୁରୀ କେଉଁ ଖାଦ୍ୟ ?
ଭୁବନେଶ୍ଵର: ସ୍ୱାସ୍ଥ୍ୟକର ଖାଦ୍ୟ, ସୁସ୍ଥ ଶରୀର। ଆମେ ଦୈନନ୍ଦିନ ଜୀବନରେ କ’ଣ ଖାଉଛେ, ତାହାର ସିଧାସଳଖ ପ୍ରଭାବ ଆମ ଶରୀର ଉପରେ ପଡ଼ିଥାଏ। ସୁସ୍ଥ ଓ ପୁଷ୍ଟିକର ଖାଦ୍ୟ ଖାଇବା ଦ୍ୱାରା ବିଭିନ୍ନ ରୋଗ ହେବାର ଆଶଙ୍କାକୁ ଦୂରେଇ ପାରିବା। ସୁସ୍ଥ ଖାଦ୍ୟ ମସ୍ତିଷ୍କଠାରୁ ଆରମ୍ଭ କରି ଶାରୀରିକ କାର୍ଯ୍ୟଦକ୍ଷତା ପର୍ଯ୍ୟନ୍ତ ଜୀବନର ସମସ୍ତ ଦିଗରେ ଉନ୍ନତି ଆଣିଥାଏ। ଏକ ସୁସ୍ଥ ମନ, ସୁସ୍ଥ ଶରୀର ପାଇଁ ସୁସ୍ଥ ଖାଦ୍ୟ…
