SI କେଳେଙ୍କାରୀ, ଗିରଫ ହେଲେ ଆଉ ୨ ଅଭିଯୁକ୍ତ
ଭୁବନେଶ୍ଵର: ଓଡିଶା ପୋଲିସ SI ଚାକିରି କେଳେଙ୍କାରୀ । ଗିରଫ ହେଲେ ଆଉ ୨ ଅଭିଯୁକ୍ତ । କିଛି ସମୟ ମଧ୍ୟରେ ୨ ଗିରଫ ଦଲାଲଙ୍କୁ କୋର୍ଟ ଚାଲାଣ କରାଯିବ । ସେଥିପାଇଁ ଡିଜିଟାଲ ତଥ୍ୟ ଯୋଗାଡ଼ରେ ଲାଗିପଡ଼ିଛି କ୍ରାଇମବ୍ରାଞ୍ଚ । ତେବେ SI କେଳେଙ୍କାରୀ ମାମଲାରେ ବଢିଲା ଗିରଫଦାରୀ ସଂଖ୍ୟା । ପୂର୍ବରୁ ୧୧୪ ପରୀକ୍ଷାର୍ଥୀ ଓ ୩ ଦଲାଲ ଗିରଫ ହୋଇଥିବା ବେଳେ ଏବେ ଆଉ ୨…
