ଆଜିଠାରୁ ପିତୃପକ୍ଷ, ପୁରୀରେ ପ୍ରବଳ ଭିଡ

ପୁରୀ: ଆଜିଠାରୁ ପିତୃପକ୍ଷ ଆରମ୍ଭ ହୋଇଛି। ସେଥିପାଇଁ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣୀ ସମେତ ଶ୍ରୀମନ୍ଦିର ଚତୁର୍ପାଶ୍ୱରେ ଓ ସମୁଦ୍ର ବେଳାଭୂମିରେ ଗହଳି ଦେଖିବାକୁ ମିଳିଛି। ଶତାଧିକ ଲୋକ ନିଜ ନିଜ ପିତୃ ପୁରୁଷଙ୍କ ଉଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରିଛନ୍ତି। ଏନେଇ ଆଜି ସକାଳୁ ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼ ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁ ମାନେ ପିତୃପୁରୁଷଙ୍କ ଉଦେଶ୍ୟରେ ପିଣ୍ଡଦାନ କରିବା ସହ…