ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା: ଓକିଲଙ୍କ କଲମ ଛାଡ଼ ଆନ୍ଦୋଳନ
ଭୁବନେଶ୍ଵର: ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ସଦସ୍ୟ ପୀତବାସ ପଣ୍ଡା ହତ୍ୟାର ପ୍ରତିବାଦ । ଆଜି ସାରା ରାଜ୍ୟର ଆଇନଜୀବୀମାନଙ୍କ ସଂପୂର୍ଣ୍ଣ କଲମ ଛାଡ଼ ଆନ୍ଦୋଳନ । ରାଜ୍ୟ ଆଇନଜୀବୀ ପରିଷଦର ଜରୁରୀ ବୈଠକରେ କଲମ ଛାଡ଼ ପାଇଁ ନିଷ୍ପତ୍ତି । ଗଞ୍ଜାମ ଜିଲାର ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା ଘଟଣାକୁ ରାଜ୍ୟ ବାର୍ କାଉନସିଲ ତୀବ୍ର ନିନ୍ଦା କରିଛି । ପୀତବାସଙ୍କ ହତ୍ୟା ପ୍ରତିବାଦରେ…
