ସପ୍ଟେମ୍ବର ୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଭୂବନେଶ୍ଵର: ଆସନ୍ତା ସେପ୍ଟେମ୍ବର ୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସେପ୍ଟେମ୍ବର ୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୨, ଅଶୋକନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରି…
