ରାହୁଲଙ୍କ ନାରାରେ ହଟିଲେ ନେପାଳ ସରକାର

ନୂଆଦିଲ୍ଲୀ: କେବଳ ଦେଶରେ ନୁହେଁ ବିଦେଶରେ ମଧ୍ୟ ରାହୁଲଙ୍କ ନାରା । “ଭୋଟ ଚୋର, ଗଦ୍ଦୀ ଛୋଡ଼’ ନାରାର ନକଲ ହେଲା, “କେପି ଚୋର, ଗଦ୍ଦୀ ଛଡ୍‌!” । ଦେଶରେ ପୂରା ସରକାର ଭାଙ୍ଗି ପଡ଼ିଥିବା ବେଳେ ଏବେ ସେଠାରେ କିଛିଟା ,ସ୍ୱାଭାବିକ ସ୍ଥିତି ଦେଖା ଦେଇଛି । ବର୍ତ୍ତମାନ ନେପାଳୁ ସମ୍ଭାଳୁଛି ସେନା । ହେଲେ ଏହାରି ଭିତରେ ଅନ୍ଦୋଳନକାରୀଙ୍କ ନାରାକୁ ନେଇ ସବୁଠି ଆରମ୍ଭ ହୋଇଛି ଚର୍ଚ୍ଚା…

ଓଡ଼ିଶା ଆସିବେ ରାହୁଲ, କଂଗ୍ରେସ ଶିବିରରେ ଉତ୍ସାହ

ଭୁବନେଶ୍ଵର: ଓଡ଼ିଶା ଆସିବେ ରାହୁଲ ଗାନ୍ଧି। ନଭେମ୍ବର କିମ୍ବା ଡିସେମ୍ବରରେ ଓଡ଼ିଶା ଆସିବା ନେଇ କାର୍ଯ୍ୟକ୍ରମ ରହିଛି । ଏ ନେଇ ପିସିସି ସଭାପତି ଭକ୍ତ ଦାସ ସୂଚନା ଦେଇଛନ୍ତି । ରୋଡ ସୋ’, ପଦଯାତ୍ରା, ସଭା କାର୍ଯ୍ୟକ୍ରମ ରହିଛି । ଭୋଟ ଚୋରି, ନାରୀ ନିର୍ଯାତନା, ଓଡ଼ିଶା କାହିଁକି ଗରିବ ପ୍ରସଙ୍ଗ ଉଠାଇବେ ବୋଲି ପିସିସି ସଭାପତି କହିଛନ୍ତି । ଶେଷଥର ପାଇଁ ଗତ ଜୁଲାଇ ୧୧ ତାରିଖରେ…