ପ୍ରବଳ ବର୍ଷା, ଏହି ଜିଲ୍ଲାରେ ସମସ୍ତ ସ୍କୁଲ୍ ଛୁଟି
ମାଲକାନଗିରି: ଆଜି ମାଲକାନଗିରି ଜିଲ୍ଲାର ସବୁ ସ୍କୁଲ୍ ଛୁଟି । ସ୍କୁଲ୍ ଛୁଟି ଘୋଷଣା କଲେ ମାଲକାନଗିରି ଜିଲ୍ଲାପାଳ । ସରକାରୀ ଓ ବେସରକାରୀ ସ୍କୁଲ୍ ଛୁଟି ଘୋଷଣା । ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ସ୍କୁଲ୍ ଛୁଟି । ଶିକ୍ଷକମାନେ ସ୍କୁଲ୍ରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ । ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ,…
